Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଗଳା କୁକୁର ଆତଙ୍କ : ୩୦ଜଣଙ୍କୁ କାମୁଡିଲା
ଆଜିର ଖବର

ପାଗଳା କୁକୁର ଆତଙ୍କ : ୩୦ଜଣଙ୍କୁ କାମୁଡିଲା

November 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା ସହରରେ ପାଗଳା କୁକୁରଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏଥିରେ ଜଣେ ଶିଶୁଙ୍କ ସମେତ ୩୦ଜଣ ଆହତ ହୋଇଛନ୍ତି ।  ଗତକାଲିଠାରୁ ରାଉରକେଲା ଡେଲି ମାର୍କେଟରେ ଏକ ପାଗଳା କୁକୁର ଆତଙ୍କ ସୃଷ୍ଟି କରିଛି । ଗତକାଲି ଏହାର ଆକ୍ରମଣରେ ୨୫ଜଣ ଆହତ ହୋଇଥିବା ବେଳେ ଆଜି ଆଉ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ କେତେକ ଶିଶୁ ମଧ୍ୟ ରହିଛନ୍ତି । ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଛି । ତେବେ ପ୍ରଶାସନ ଏହି ଦିଗରେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.