Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫିଫା ଯୋଗ୍ୟତା ପର୍ଯ୍ୟାୟ ମୁକାବିଲା : କର ବା ମର ମୁକାବିଲାରେ ଭାରତ
ଆଜିର ଖବର

ଫିଫା ଯୋଗ୍ୟତା ପର୍ଯ୍ୟାୟ ମୁକାବିଲା : କର ବା ମର ମୁକାବିଲାରେ ଭାରତ

November 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଫିଫା 2022 ଯୋଗ୍ୟତା ପର୍ଯ୍ୟାୟ ମୁକାବିଲା ପାଇଁ ଆଜି ଭାରତ ଓମାନର ସମ୍ମୁଖୀନ ହେବ । ଯୋଗ୍ୟତା ପର୍ଯ୍ୟାୟର ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହେବାକୁ ହେଲେ ଭାରତକୁ ଏହି ମ୍ୟାଚ୍‌ରେ ନିଶ୍ଚିତ ବିଜୟ ଆବଶ୍ୟକ । ପୂର୍ବରୁ ବାଂଲାଦେଶ ଏବଂ ଆଫଗାନିସ୍ତାନ ବିପକ୍ଷରେ ଖରାପ ପ୍ରଦର୍ଶନ କରିଥିବା ଭାରତ ପାଇଁ ଏହି ମ୍ୟାଚ୍‌ରେ ବିଜୟ ହାସଲ ଗୁରୁତ୍ବପୂର୍ଣ୍ଣ ହୋଇପଡିଛି । ଗ୍ରୁପ୍‌ ଇରେ କାତାର ପରେ ଓମାନ୍‌ ଦ୍ବିତୀୟ ସ୍ଥାନରେ ରହିଥିବାରୁ ଏହି ମ୍ୟାଚ୍‌ରେ ବିଜୟୀ ହେଲେ ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ଭାରତର ଆଶା ବଳବତ୍ତର ରହିବ । ସୁନୀଲ ଛେତ୍ରୀ ଏବଂ ଜେଜେଙ୍କ ପ୍ରତ୍ୟାବର୍ତ୍ତନ ପରେ ଭାରତୀୟ ଫରଓ୍ବାର୍ଡ ବିଭାଗ ମଜବୁତ ହୋଇଛି । ଅପରପକ୍ଷରେ ଆଇଗର ଷ୍ଟୋମାକଙ୍କ ଦଳ ଗୌହାଟୀରେ ଅନୁଷ୍ଠିତ ମ୍ୟାଚ୍‌ରେ 2-1ରେ ଭାରତକୁ ପରାସ୍ତ କରିଥିବାରୁ ମାନସିକ ଭାବରେ ଦୃଢ ସ୍ଥିତିରେ ରହିଛି । । ଓମାନର ଅଲ୍‌ ସଇବ୍‌ ଷ୍ଟାଡିୟମରେ ମଙ୍ଗଳବାର ସନ୍ଧ୍ୟା 8.30 ମିନିଟ୍‌ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ ।

fifa football india oman qualifier
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026
Latest News

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.