Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରେମର କରୁଣ ପରିଣତି : ଯୁବକଙ୍କୁ ଏସିଡ୍‌ ମାଡ କଲେ ଯୁବତୀ
ଆଜିର ଖବର

ପ୍ରେମର କରୁଣ ପରିଣତି : ଯୁବକଙ୍କୁ ଏସିଡ୍‌ ମାଡ କଲେ ଯୁବତୀ

November 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ,

କଟକ,27/11 :  ଯୁବକଙ୍କୁ ଏସିଡ୍‌ ମାଡ କଲେ ଯୁବତୀ । କଟକ ସହରରେ ଏହିଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପ୍ରେମ ବ୍ୟାପାରକୁ ନେଇ ଜଣେ ଯୁବତୀ ଜଣେ ଯୁବକଙ୍କୁ ଏସିଡ ମାଡ କରିଛନ୍ତି । ଆଜି କଟକ ସହରରେ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି । ଜଣେ ଯୁବକଙ୍କ ଉପରକୁ ଆଉ ଜଣେ ଯୁବତୀ ଏସିଡ୍ ମାଡ କରିଛନ୍ତି । ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଯୁବତୀଜଣଙ୍କ ଏପରି କରିଥିବା କୁହାଯାଉଛି । ଜଗତପୁରର ବାରିକସାହିରେ ଏହି ଘଟଣା ଘଟିଛି । ଆହତ ଯୁବକଙ୍କୁ କଟକ ବଡ ମେଡିକାଲରେ ଭର୍ତି କରାଯାଇଛି । ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି ।

acidattack cuttack love
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026
Latest News

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.