Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିମୁକ୍ତ ହେଲା ମହାରାଷ୍ଟ୍ର, ଏବେ ଝାରଖଣ୍ଡ ପାଳି : ମମତା ବାନାର୍ଜୀ
ଆଜିର ଖବର

ବିଜେପିମୁକ୍ତ ହେଲା ମହାରାଷ୍ଟ୍ର, ଏବେ ଝାରଖଣ୍ଡ ପାଳି : ମମତା ବାନାର୍ଜୀ

November 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mamata slams modi
mamata slams modi

ସମୀକ୍ଷା ବ୍ୟୁରୋ

ପଶ୍ଚିମବଙ୍ଗ, ୨୮/୧୧: ମହାରାଷ୍ଟ୍ରରେ ନୂତନ ସରକାର ଶପଥ ଗ୍ରହଣ ନେବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପିକୁ ସିଧା ଟାର୍ଗେଟ୍‌ କରିଛନ୍ତି। ମମତା କହିଛନ୍ତି ଯେ, ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଏବେ ବିଜେପି ମୁକ୍ତ ହୋଇଗଲା। ଏବେ ଝାରଖଣ୍ଡର ପାଳି। ଝାରଖଣ୍ଡରେ ବିଜେପି ହାରିବ ବୋଲି କହିଛନ୍ତି ମମତା। ମମତା ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଏନ୍‌ସିପି ପ୍ରମୁଖ ଶରଦ ପାଓ୍ବାର ଓ ମହାରାଷ୍ଟ୍ର କଂଗ୍ରେସର ପ୍ରମୁଖ ବାଲାସାହେବ ଥୋରେଟ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନୂତନ ନେତୃତ୍ବରେ ମହାରାଷ୍ଟ୍ରରେ ଜନହିତୈଷୀ ଓ ସ୍ଥିର ସରକାର ମିଳିବ ଓ ବିକାଶ ହେବ ବୋଲି ମମତା କହିଛନ୍ତି। ଆଜି ଏନ୍‌ସିପି-କଂଗ୍ରେସ-ଶିବସେନା ମେଣ୍ଟ ‘ମହାରାଷ୍ଟ୍ର ବିକାଶ ଅଘାଡ଼ି’ ମେଣ୍ଟର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତ।

Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.