Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ସୁରକ୍ଷା ବଳୟ ପାଇଁ 75 ପ୍ରତିଶତ ଜମି ଅଧିଗ୍ରହଣ : ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଅର୍ପଣ
ଆଜିର ଖବର

ଶ୍ରୀମନ୍ଦିର ସୁରକ୍ଷା ବଳୟ ପାଇଁ 75 ପ୍ରତିଶତ ଜମି ଅଧିଗ୍ରହଣ : ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଅର୍ପଣ

December 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cm naveen
cm naveen

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,2/12: ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ସୁରକ୍ଷା ବଳୟ ନିମନ୍ତେ ଆବଶ୍ୟକ ଥିବା ଜମିର 75 ପ୍ରତିଶତ ଘରୋଇ ଜମି ସ୍ବେଚ୍ଛାକୃତ ଭାବରେ ସଂଗୃହୀତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଛନ୍ତି । ସେପ୍ଟେମ୍ବର 25 ତାରିଖରେ ସୁରକ୍ଷା ବଳୟ ନିମନ୍ତେ 15 ଏକର ଜମି ଅଧିଗ୍ରହଣ କରାଯିବା ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଶ୍ରୀମନ୍ଦିର ସୁରକ୍ଷା ପାଇଁ ସାଧାରଣ ଜନତା ନିଜର ବାସଗୃହ, ବ୍ୟବସାୟିକ ପ୍ରତିଷ୍ଠାନ,ହୋଟେଲ ଏବଂ ଲଜିଂ ପରିତ୍ୟାଗ କରିଛନନ୍ତି । ମହାପ୍ରଭୁଙ୍କ ଇଚ୍ଛା ଏବଂ ପ୍ରେରଣାରେ ଏହା ସମ୍ଭବ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସାଧାରଣ ଜନତାଙ୍କ ଏହି ତ୍ୟାଗ ଶ୍ରୀକ୍ଷେତ୍ରକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢିତୋଳିବା ପାଇଁ ସରକାରଙ୍କ ସଙ୍କଳ୍ପକୁ ଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

naveenpattnaik Puri
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026
Latest News

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଦେଶରେ ତୈଳ ସଙ୍କଟ ଉପରେ ସଂସଦରେ ଚର୍ଚ୍ଚା: ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ମନ୍ତ୍ରୀ?

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.