Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ଣ୍ଣଂଓ୍ବାକ୍‌ ବେଳେ ପିଟିଲା ଅଜଣା ଗାଡି : ସ୍ବାମୀ,ସ୍ତ୍ରୀ ମୃତ
ଆଜିର ଖବର

ମର୍ଣ୍ଣଂଓ୍ବାକ୍‌ ବେଳେ ପିଟିଲା ଅଜଣା ଗାଡି : ସ୍ବାମୀ,ସ୍ତ୍ରୀ ମୃତ

December 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ,5/12: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିକଟ ମହିଚଲା ଛକରେ ଆଜି ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଅଜଣା ଗାଡ଼ି ଧକ୍କାରେ ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି । ମୃତକଦ୍ୱୟ ହେଲେ ଚନ୍ଦ୍ରଧ୍ୱଜ ବେମାଲ ଓ କଳାବତୀ ବେମାଲ । ସବୁଦିନ ଭଳି ଆଜି ସକାଳୁ ମର୍ଣ୍ଣିଂ ଓ୍ୱାକ୍ କରିବାକୁ ଚନ୍ଦ୍ରଧ୍ୱଜ ଓ କଳାବତୀ ଯାଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ମୃତ୍ୟୁ ଖବର ପ୍ରଚାର ହେବା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହିତ ଉତ୍ତ୍ୟକ୍ତ ଲୋକେ 26 ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।

accident
Share. Facebook Twitter LinkedIn Email WhatsApp Copy Link

Related Posts

୩୦ ଯାଏଁ ପ୍ରବଳ ବର୍ଷା: ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କଲେ ଶ୍ରୀଲଙ୍କାର ଲୋକସମ୍ପର୍କ ଅଧିକାରୀ

August 28, 2025

ଜୁନାଗଡ ମିଶ୍ରଣ ପର୍ବରେ ଯୋଗ ଦେଲେ ବିଜେପି ରାଜ୍ୟ ସଭାପତି

August 28, 2025
Latest News

୩୦ ଯାଏଁ ପ୍ରବଳ ବର୍ଷା: ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

August 28, 2025

ପିଏମ୍‌ ଜନ ଧନ ଯୋଜନା: ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କଲେ ଶ୍ରୀଲଙ୍କାର ଲୋକସମ୍ପର୍କ ଅଧିକାରୀ

August 28, 2025

ଜୁନାଗଡ ମିଶ୍ରଣ ପର୍ବରେ ଯୋଗ ଦେଲେ ବିଜେପି ରାଜ୍ୟ ସଭାପତି

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.