Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2022 ସୁଦ୍ଧା ଭାରତର ସୌରଶକ୍ତି ବ୍ୟବହାର ଛୁଇଁବ 100 ଜିଗାଓ୍ବାଟ : ଜାଭଡେକର
ଆଜିର ଖବର

2022 ସୁଦ୍ଧା ଭାରତର ସୌରଶକ୍ତି ବ୍ୟବହାର ଛୁଇଁବ 100 ଜିଗାଓ୍ବାଟ : ଜାଭଡେକର

December 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଦ୍ରିଦ୍‌,10/12 : 2022 ସୁଦ୍ଧା ଭାରତର ସୌରଶକ୍ତି ବ୍ୟବହାର 100 ଜିଗାଓ୍ବାଟକୁ ବୃଦ୍ଧି ପାଇବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ପ୍ରକାଶ କରିଛନ୍ତି । ମାଦ୍ରିଦ୍‌ରେ ଅନୁଷ୍ଠିତ ପରିବେଶ ପରିବର୍ତ୍ତନ ସମ୍ମିଳନୀରେ ଜାଭଡେକର ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ଭାରତରେ ମାତ୍ର 33 ଜିଗାଓ୍ବାଟର ସୌରଶକ୍ତି ବ୍ୟବଡୃତ ହେଉଛି । ଆସନ୍ତା ତିନି ବର୍ଷ ମଧ୍ୟରେ ଭାରତର ସୌରଶକ୍ତି ବ୍ୟବହାରରେ ବୃଦ୍ଧି କରାଯାଇ 100 ଜିଗାଓ୍ବଟର ଲକ୍ଷ୍ୟ ରଖାଯାଇଛି ବୋଲି ଜାଭଡେକର ସୂଚନା ଦେଇଛନ୍ତି । 2015ର ପରିବେଶ ସମ୍ମିଳନୀରେ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସୌର ପ୍ରକଳ୍ପକୁ ନେଇ ଚୁକ୍ତି ହୋଇଥିଲା । ଏହି ଚୁକ୍ତି ଅନୁଯାୟୀ ଚେନ୍ନାଇ ଏବଂ ବିଶାଖାପଟ୍ଟନମରେ ଉଭୟ ରାଷ୍ଟ୍ରର ମିଳିତ ଉଦ୍ୟମରେ 7ଟି ସୌର ପ୍ରକଳ୍ପର କାମ ଚାଲୁରହିଛି । ଉଲ୍ଲେଖଯୋଗ୍ୟ ଯେ, ଚୀନ୍‌ ଏବଂ ଆମେରିକା ପଛକୁ ସୌରଶକ୍ତି ବ୍ୟବହାରରେ ଭାରତ ବିଶ୍ବର ତିନି ନମ୍ବର ସ୍ଥାନରେ ରହିଛି । (ଏଜେନ୍ସୀ)

india javadekar madrid
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.