Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଙ୍ଗଲ ଅଧିକାରରେ ମହିଳାଙ୍କ ଭାଗୀଦାରକୁ ନେଇ ଦାବି
ଆଜିର ଖବର

ଜଙ୍ଗଲ ଅଧିକାରରେ ମହିଳାଙ୍କ ଭାଗୀଦାରକୁ ନେଇ ଦାବି

December 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ,

ଭୁବନେଶ୍ବର,14/12 :

ଜଙ୍ଗଲ ଅଧିକାର ଆଇନ ୨୦୦୬ ରେ ଜମି, ଜଙ୍ଗଲ ଓ ପ୍ରକୃତିକ ସମ୍ପଦ ଉପରେ ମହିଳାଙ୍କର ସମାନ ଅଧିକାରକୁ ନେଇ ୧୦ ଦଫା ସମ୍ବଳିତ ଦାବି ନେଇ ଆଦିବାସୀ ମହିଳା ସଂଗଠନ ପ୍ରତିନିଧିମାନେ ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଭେଟିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ଗୁଜୁରାଟ, ଛତିଶଗଡ ଓ ଓଡିଶାରୁ ମହିଳା ପ୍ରତିନିଧି ମାନେ ଯୋଗ ଦେଇଥିଲେ। ଅକ୍ସଫାମ ଇଣ୍ଡିଆ ଓ ଅନ୍ୟ ସହଯୋଗୀ ଅନୁଷ୍ଠାନ ମାନଙ୍କ ତରଫରୁ ଭୁବନେଶ୍ବର ଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ ମହିଳା ଓ ବନ ଅଧିକାର କାର୍ଯ୍ୟକ୍ରମରେ ଦେଶର ୮ ଟି  ରାଜ୍ୟ ରୁ ଆସିଥିବା ୨୫୦ ରୁ ଅଧିକ ମହିଳା ଏ ବିଷୟରେ ଆଲୋଚନା କରିବା ସହ ସେମାନେ ସମ୍ମୁଖିନ ହେଉଥିବା ବିଭିନ୍ନ ସମସ୍ୟା ଗୁଡିକ  ଉପରେ ଆଲୋଚନା କରିଥିଲେ।

ଜଙ୍ଗଲ ସୁରକ୍ଷା ଓ ପରିଚାଳନା କ୍ଷେତ୍ରରେ ମହିଳା ମାନଙ୍କର ଯଥେଷ୍ଟ ଯୋଗଦାନ ଥିଲେ ମଧ୍ୟ ଜଙ୍ଗଲ ଜମି ପଟ୍ଟା ପାଇବା କ୍ଷେତ୍ରରେ ମହିଳା ମାନେ ଏବେ ମଧ୍ୟ ସମାନ ଅଧିକାର ପାଇବାରୁ ବଞ୍ଚିତ ହେଉଛନ୍ତି ବୋଲି ଜାତୀୟ ଅଧିବେଶନରେ ମତ ପ୍ରକାଶ ପାଇଛି। ଜାତୀୟ ଅଧିବେଶନର ପ୍ରଥମ ଦିବସରେ ରାଜ୍ୟ ସୂଚନା କମିଶନର ଶଶି ପ୍ରଭା ବିନ୍ଧାଣି , ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ସୁଜିତ କୁମାର , ଆଦିବାସୀ ଏକଟା ମଞ୍ଚାର ଅନ୍ନ କୁଜୁର ଯୋଗ ଦେଇ ମହିଳା ମାନଙ୍କର ଜଙ୍ଗଲ ଅଧିକାର ଆଇନ ଉପରେ ଗୁରୁତ୍ଵ ଦେଇ ଥିଲେ।

tribalwomen
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025
Latest News

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.