Skip to the content
Menu
ହୋମ
ବିଶେଷ ଖବର
ନିର୍ବାଚନ ଖବର
ରାଜ୍ୟ ଖବର
ଜାତୀୟ ଖବର
ଆଞ୍ଚଳିକ
ସଂସ୍କୃତି
ବ୍ୟବସାୟ
ମନୋରଂଜନ
ଧର୍ମ
ବଜେଟ ୨୦୨୪
More
ଅନ୍ତରାଷ୍ଟ୍ରୀୟ
ଜୀବନ ଶୈଳୀ
ଖେଳ
Download App
The Samikhsya Odia
ENG
Monday, Jun 23, 2025 | Last Update : 12:55 PM IST
ହୋମ
ବିଶେଷ ଖବର
ନିର୍ବାଚନ ଖବର
ରାଜ୍ୟ ଖବର
ଜାତୀୟ ଖବର
ଆଞ୍ଚଳିକ
ସଂସ୍କୃତି
ବ୍ୟବସାୟ
ମନୋରଂଜନ
ଧର୍ମ
ବଜେଟ ୨୦୨୪
More
ଅନ୍ତରାଷ୍ଟ୍ରୀୟ
ଜୀବନ ଶୈଳୀ
ଖେଳ
ଆଜିର ଖବର
ରାହୁଲଙ୍କୁ ବୟାନକୁ ନେଇ ଅସନ୍ତୁଷ୍ଟ ଶିବସେନା
Samikhsya Bureau
Published:
Dec 14, 2019, 7:36 pm IST
ମହରାଷ୍ଟ୍ର, ୧୪/୧୨:ମହାରାଷ୍ଟ୍ରରେ ଶିବସେନା କଂଗ୍ରେସ ସମର୍ଥନରେ ସରକାର ଗଢିଥିଲେ ମଧ୍ୟ ଏହି ଦୁଇ ପାର୍ଟିଙ୍କ ବୈଚାରିକ ମତଭେଦ ରହିଛି। ଆଜି ଦିଲ୍ଲୀଠାରେ କଂଗ୍ରେସ ପକ୍ଷରୁ ଆୟୋଜିତ ‘ଭାରତ ବଞ୍ଚାଅ’ ରାଲିରେ ରାହୁଲ୍ ଦେଇଥିବା ବୟାନକୁ ନେଇ ଶିବସେନା ନାପସନ୍ଦ କରିଛି । ରାହୁଲ୍ ଏହି ରାଲିରେ କହିଥିଲେ ଯେ, ସେ ରାହୁଲ୍ ସବରକର ନୁହଁନ୍ତି, ରାହୁଲ୍ ଗାନ୍ଧି । ଏହି ବୟାନକୁ ନେଇ ଶିବସେନା ନିଜର ଅସନ୍ତୁଷ୍ଟ ପ୍ରକାଶ କରିଛି । ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ କହିଛନ୍ତି ନେହେରୁ-ଗାନ୍ଧୀଙ୍କ ପରି ସଭରକର ମଧ୍ୟ ଦେଶ ପାଇଁ ବଳିଦାନ ଦେଇଛନ୍ତି। ସଞ୍ଜୟ ରାଉତ ଏହା ମଧ୍ୟ କହିଛନ୍ତି ସମସ୍ତ ମହାନାୟକଙ୍କୁ ସମ୍ମାନ ଦେବା ଉଚିତ୍। ସଭରକର କେବଳ ମହାରାଷ୍ଟ୍ର ନୁହଁ ପୂରା ଦେଶ ପାଇଁ ଏକ ବରଦାନ ବୋଲି ସେ କହିଛନ୍ତି। ନେହେରୁ-ଗାନ୍ଧୀଙ୍କ ପରି ସଭରକରଙ୍କ ମଧ୍ୟ ଦେଶ ପାଇଁ ବଳିଦାନ ଦେଇଥିଲେ। ସେ କେବଳ ମହାରାଷ୍ଟ୍ର ନୁହଁ ଦେଶର ଦେବତା। ସଭରକରଙ୍କ ନାମରେ ରାଷ୍ଟ୍ର ଅଭିମାନ ଓ ସ୍ଵାଭିମାନ ରହିଛି। ସେହିପରି ରାଉତ କହିଛନ୍ତି ଯେ, ଆମେ ପଣ୍ଡିତ ନେହେରୁ, ମହାତ୍ମା ଗାନ୍ଧୀଙ୍କୁ ସମ୍ମାନ କରୁ, ତେଣୁ ଆପଣ ମଧ୍ୟ ବୀର ସଭରକରଙ୍କ ଅପମାନ କର ନାହିଁ। (ଏଜେନ୍ସି)
Tags:
Congress
,
rahul gandhi
,
sabharkar
,
sanjaya rout
,
shivsena
Related posts
ଗୋଚାଲାଣ ସନ୍ଦେହରେ ଅମାନବୀୟ କାର୍ଯ୍ୟ, ଅଧା ଲଣ୍ଡା କରି ଆଣ୍ଠୁରେ ଚଲାଇଲେ ଅଭିଯୁକ୍ତ
କରାଟେ ବେଲ୍ଟ ଗ୍ରେଡିଂ କାର୍ଯ୍ୟକ୍ରମ: ଜାତୀୟ ସ୍ତରରେ ସ୍ଵର୍ଣ୍ଣ ପଦକଧାରୀଙ୍କୁ ସମ୍ମାନିତ କଲେ ଖୋର୍ଦ୍ଧା ଏସପି
ସମାଜବାଦୀ ପାର୍ଟିର ବଡ଼ କାର୍ଯ୍ୟାନୁଷ୍ଠାନ, ତିନି ବିଧାୟକଙ୍କୁ ବହିଷ୍କାର, ଏହି କାରଣରୁ କାର୍ଯ୍ୟାନୁଷ୍ଠାନ
ଯଦି ମଝିରେ LIC ପଲିସିକୁ ଛାଡିଦିଅନ୍ତି, ତେବେ ଆପଣଙ୍କୁ ମିଳିବ ଅଧିକ ଟଙ୍କା, ବୁଝନ୍ତୁ ସମ୍ପୂର୍ଣ୍ଣ ଗଣିତ
ଇଂଲଣ୍ଡ ବୋରୋଧରେ ରେକର୍ଡ କରିବା ସହ ସମାଲୋଚକମାନଙ୍କୁ ଉପଯୁକ୍ତ ଜବାବ ଦେଲେ ଜସପ୍ରିତ ବୁମରା
ଭାରତର ଶକ୍ତି କ୍ଷେତ୍ର: ଦୀର୍ଘସ୍ଥାୟୀ ବିକାଶ ଦେଉଛି ବଳ
ରଥଯାତ୍ରା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ 365ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ
ରାଷ୍ଟ୍ରପତିଙ୍କ ଭାଷଣ ସଂକଳନକୁ ଆଜି ଉନ୍ମୋଚନ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ଓଡ଼ିଶା ସମେତ ଅନେକ ରାଜ୍ୟର ଡିଜିପି/ଏଡିଜିପି ଏବଂ ବରିଷ୍ଠ ଅଧିକାରୀଙ୍କ ସହ ନକ୍ସଲବାଦ ଉପରେ ସମୀକ୍ଷା
ବିସ୍ତୃତ ରାଶିଫଳ: ଜୁନ ୨୩ ତାରିଖ ସୋମବାରରେ ପାଞ୍ଚୋଟି ରାଶିର ଲୋକେ ହେବେ ମାଲାମାଲ୍
ଦଶମୂଳ ଚିକିତ୍ସା ପରେ ସୁସ୍ଥ ହେଲେ ମହାପ୍ରଭୃ, ଗଜପତିଙ୍କୁ ଦିଆଗଲା ଖବର
ଭୁବନେଶ୍ବରସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ