Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଧାନ ଅମଳ ସମୟରେ ଜଳିଗଲା ଟ୍ରାକ୍ଟର
ଆଞ୍ଚଳିକ

ଧାନ ଅମଳ ସମୟରେ ଜଳିଗଲା ଟ୍ରାକ୍ଟର

December 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଶେରଗଡ଼,୧୫/୧୨: ଗଞ୍ଜାମର ଶେରଗଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଯନ୍ତ୍ରପାତି ଦ୍ବାରା ମଣିଷ ଜୀବନରେ ସମସ୍ତ କାମ ସୁରୁଖୁରୁରେ ହେଉଛି । ମାତ୍ର ଏହାର ବିପରୀତ ଜିନିଷ ଶେରଗଡରେ ଦେଖିବାକୁ ମିଳିଛି । ଧାନ ଅମଳ ସମୟରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଏକ ଟ୍ରାକ୍ଟର ସମ୍ପୂର୍ଣ୍ଣ ଜଳିଯାଇଛି । ଗଞ୍ଜାମର ଶେରଗଡ ବ୍ଲକର ଠୁରୁବୁରାଇ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଟ୍ରାକ୍ଟର ଦ୍ବାରା ପରିଚାଳିତ ଧାନ ଅମଳ ମେସିନ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇ ଏଥିରେ ନିଆଁ ଲାଗିଯିବାରୁ ମେସିନ୍‌ଟିରେ ନିଆଁ ଲାଗିଯାଇଥିଲା । ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ମଧ୍ୟ ସେତେବଳକୁ ମେସିନ୍‌ଟିର ଅର୍ଦ୍ଧାଧିକ ଭାଗ ପୋଡି ଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026
Latest News

ବିକଶିତ ଭାରତ ପାଇଁ ‘ଉଚ୍ଚସ୍ତରୀୟ ବ୍ୟାଙ୍କିଂ କମିଟି’ ଗଠନ କଲେ ଭାରତ ସରକାର

October 31, 2026

ଜାତୀୟ ବିଜ୍ଞାନ ସେମିନାର ଜିତିଲେ ଓଡ଼ିଶାର ସୋମ୍ୟାଶ୍ରୀ ଥାନପତି

October 31, 2026

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ହେବ ଓଡ଼ିଶା ସିଭିଲ୍ ସର୍ଭିସେସ୍ ମୁଖ୍ୟ ପରୀକ୍ଷା: ସୁରେଶ ପୂଜାରୀ

October 31, 2026

ଆଜି ଅକ୍ଟୋବର ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?: ଜାଣନ୍ତୁ

October 31, 2026

ଦେଶରେ ଜନଗଣନା ପାଇଁ ତାରିଖ ଚୂଡ଼ାନ୍ତ, ଏହି ୮ଟି ରାଜ୍ୟକୁ ନେଇ ବଡ଼ ନିଷ୍ପତ୍ତି

October 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.