Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼
ଆଜିର ଖବର

ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼

December 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

 ଭୁବନେଶ୍ୱର, 16/12: ରାଜ୍ୟରେ ସ୍ୱାସ୍ଥ୍ୟସେବାରେ ଉନ୍ନତି ନେଇ ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼। ରାଜ୍ୟରେ ହୃଦରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ସେହି ଅନୁପାତରେ ଚିକିତ୍ସା ହୋଇପାରୁନାହିଁ। ତେଣୁ ଏହି ଦିଗରେ ଏକ ପଦକ୍ଷେପ ନେଇଛନ୍ତି ରାଜ୍ୟସରକାର।  ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ହୃଦରୋଗୀଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ୱାର୍ଡ଼ ଆଜି ଖୋଲାଯାଇଛି। ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର ନିର୍ଦ୍ଦେଶକ ଡାକ୍ତରର ପି.କେ ଦାସ ହୋଇଛନ୍ତି। ହୃଦରୋଗୀଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହି ୱାର୍ଡ଼ରେ ଦୈନିକ ୧୫ରୁ ୨୦ ହୃଦରୋଗୀଙ୍କ ଅପରେସନ ହୋଇପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। (ଏଜେନ୍ସି)

heart disease
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୨୦୨୫ ରେ ଜିଓର ଦବଦବା, ପ୍ରଥମ ୧୦ ମାସରେ ଯୋଡ଼ିଛି ୧୫ ଲକ୍ଷରୁ ଅଧିକ ନୂତନ ଗ୍ରାହକ

December 24, 2025

ଡିସେମ୍ବର ୨୬ ରେ ୧୦୦ତମ ପ୍ରତିଷ୍ଠା ଦିବସ ପାଳନ କରିବ ଭାରତୀୟ କମ୍ୟୁନିଷ୍ଟ ପାର୍ଟି 

December 24, 2025

ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜୟନ୍ତୀରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିବେ ପିଏମ ମୋଦୀ

December 24, 2025

ଜୀବନର ପ୍ରଥମ ବିମାନ ଯାତ୍ରାକୁ ଉପଭୋଗ କଲେ ୧୫୦ ଛାତ୍ରଛାତ୍ରୀ

December 24, 2025
Latest News

ଓଡ଼ିଶାରେ ୨୦୨୫ ରେ ଜିଓର ଦବଦବା, ପ୍ରଥମ ୧୦ ମାସରେ ଯୋଡ଼ିଛି ୧୫ ଲକ୍ଷରୁ ଅଧିକ ନୂତନ ଗ୍ରାହକ

December 24, 2025

ଡିସେମ୍ବର ୨୬ ରେ ୧୦୦ତମ ପ୍ରତିଷ୍ଠା ଦିବସ ପାଳନ କରିବ ଭାରତୀୟ କମ୍ୟୁନିଷ୍ଟ ପାର୍ଟି 

December 24, 2025

ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜୟନ୍ତୀରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିବେ ପିଏମ ମୋଦୀ

December 24, 2025

ଜୀବନର ପ୍ରଥମ ବିମାନ ଯାତ୍ରାକୁ ଉପଭୋଗ କଲେ ୧୫୦ ଛାତ୍ରଛାତ୍ରୀ

December 24, 2025

ପୂର୍ବତଟ ରେଳପଥର ବିପର୍ଯ୍ୟୟ ପ୍ରସ୍ତୁତି ଉପରେ ନାଗରିକ ପ୍ରତିରକ୍ଷା ପ୍ରଦର୍ଶନ

December 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.