Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକତ୍ବ ଆଇନ ବିରୋଧରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ ପାଇଁ ପହଞ୍ଚିଲେ ବିରୋଧୀ
ଆଜିର ଖବର

ନାଗରିକତ୍ବ ଆଇନ ବିରୋଧରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ ପାଇଁ ପହଞ୍ଚିଲେ ବିରୋଧୀ

December 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
୭୩ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ବାର୍ତ୍ତା

ନୂଆଦିଲ୍ଲୀ, 17/12: ସାରା ଦେଶରେ ନାଗରିକତ୍ବ ସଂଶୋଧନ ବିଲ୍‌କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି । ପ୍ରଥମେ ଭାରତର ପୂର୍ବୋତ୍ତର ରାଜ୍ୟଗୁଡ଼ିକରେ ଏହି ବିଲ୍‌କୁ ହିଂସା ଆରମ୍ଭ ହୋଇଥିଲା । ଏବେ ଏହି ନିଆଁ ଦିଲ୍ଲୀ ସମେତ ୟୁପିରେ ମଧ୍ୟ ଲାଗିଛି । ନାଗରିକତା ଆଇନକୁ ବିରୋଧ କରି ବିରୋଧୀ ଦଳଗୁଡ଼ିକ କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରୁଛନ୍ତି । ନାଗରିକତା ଆଇନ ବିରୋଧରେ ସମସ୍ତ ବିରୋଧୀ ଆଜି ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବାକୁ ଏକାଠି ହୋଇଛନ୍ତି । ବିରୋଧୀ ନେତାଙ୍କ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି, କଂଗ୍ରେସର ବରିଷ୍ଠ ନେତା ଅହମ୍ମଦ ପଟେଲ୍‌, ଏକେ ଆଣ୍ଟୋନି, ପି. ଚିଦାମ୍ବରମ୍‌, ଟିଆର୍‌ ବାଲୁ, ସପା ନେତା ରାମଗୋପାଳ ଯାଦବ ପ୍ରମୁଖ ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି । ରାଷ୍ଟ୍ରପତିଙ୍କ ସାକ୍ଷାତ କରି ଏହି ନୂତନ ଆଇନକୁ ନେଇ ଚର୍ଚ୍ଚା କରିବେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା ଜିଲ୍ଲା କଂଗ୍ରେସ ସଭାପତିଙ୍କ ନାମ, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ ..

September 27, 2025

ରାଷ୍ଟ୍ର ଗଠନ ପ୍ରକ୍ରୀୟା ଶ୍ରେଣୀ ଗୃହରୁ ହିଁ ଆରମ୍ଭ ହୋଇଥାଏ: ପୂର୍ବତନ ମୁଖ୍ୟ ବିଚାରପତି

September 27, 2025

ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ଖୁସି ଖବର, ବଢିଲା ୨ ପ୍ରତିଶତ ମହଙ୍ଗା ଭତ୍ତା

September 27, 2025

ଆଜି ସେପ୍ଟମ୍ବର ୨୭ ତାରିଖ ଶନିବାରରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2025
Latest News

ଆଜି ଝାରସୁଗୁଡାରୁ BSNL ୪ଜି ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

September 27, 2025

ଶାକ୍ତ ପରମ୍ପରାରେ ଦଶ ମହାବିଦ୍ୟା ଏକ ଅଧ୍ୟୟନ

September 27, 2025

ଆଜି ଝାରସୁଗୁଡା ଆସିବେ ପ୍ରଧାନମନ୍ତ୍ରୀ, ବିଭିନ୍ନ ଉନ୍ନୟନ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଉଦଘାଟନ

September 27, 2025

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?, ତେବେ ମାତା ଦୂର୍ଗାଙ୍କ ମିଳିବ ଆଶୀର୍ବାଦ

September 27, 2025

ଘୋଷଣା ହେଲା ଜିଲ୍ଲା କଂଗ୍ରେସ ସଭାପତିଙ୍କ ନାମ, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ ..

September 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.