Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ୍‌ଆରସିକୁ ସମର୍ଥନ କରୁନି ବିଜେଡି : ନବୀନ
ଆଜିର ଖବର

ଏନ୍‌ଆରସିକୁ ସମର୍ଥନ କରୁନି ବିଜେଡି : ନବୀନ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,18/12 : ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ(ଏନ୍‌ଆର୍‌ସି)କୁ ନେଇ ନିଜର ପକ୍ଷ ରଖିଛି ବିଜୁ ଜନତା ଦଳ । ବିଜୁ ଜନତା ଦଳ ସୁପ୍ରିମୋ ତଥା ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଦଳର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ଦଳ ନାଗରିକତ୍ବ ସଂଶୋଧନ ଆଇନକୁ ସମର୍ଥନ କରୁଛି ମାତ୍ର ଏନ୍‌ଆରସିକୁ ଦଳ ସମର୍ଥନ କରୁନାହିଁ ବୋଲି ନବୀନ ସ୍ପଷ୍ଟ କରିଛନ୍ତି । ନାଗରିକତ୍ବ ସଂଶୋଧନ ଆଇନ୍‌(ସିଏଏ)କୁ ନେଇ ବିଜେଡି ନିଜର ସମର୍ଥନ ଜାହିର କରିଛି । ଏହି ଆଇନ ଦେଶର ସଂହିତା ପ୍ରତି କୌଣସି ବିପଦ ସୃଷ୍ଟି କରୁନାହିଁ ତେଣୁ ଦଳ ଏହି ଆଇନ ପ୍ରତି ନିଜର ସମର୍ଥନ ଜାହିର କରିଛି ବିଜେଡି । ମାତ୍ର ଏନ୍‌ଆରସିକୁ ନେଇ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ନିଜର ଆଭିମୁଖ୍ୟ ଦଳ ସ୍ପଷ୍ଟ କରିଛି ବୋଲି ନବୀନ କହିଛନ୍ତି ।

caa cmnaveen NRC
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.