Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇସିଏଆଇ ପକ୍ଷରୁ ଭୁବନେଶ୍ବରରେ ଦୁଇ ଦିନିଆ ଆୟକର କର୍ମଶାଳା
ଆଜିର ଖବର

ଆଇସିଏଆଇ ପକ୍ଷରୁ ଭୁବନେଶ୍ବରରେ ଦୁଇ ଦିନିଆ ଆୟକର କର୍ମଶାଳା

December 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,19/12 :
ଭାରତୀୟ କଷ୍ଟ୍‍ ଆକାଉଣ୍ଟାଣ୍ଟ୍‌ ପ୍ରତିଷ୍ଠାନ (ଆଇସିଏଆଇ) ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟକର ନିୟମ ଉପରେ ଏକ ଦୁଇ ଦିନିଆ ଜାତୀୟ ସ୍ତରର ଆଲୋଚନାଚକ୍ର ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ଡିସେମ୍ବର 21 ଏବଂ 22 ତାରିଖରେ ଭୁବନେଶ୍ବରରେ ଏହି କର୍ମଶାଳା ଅନୁଷ୍ଠିତ ହେବାକୁ ଯାଉଛି । ଆୟକରରେ ରହିଥିବା ବିଭିନ୍ନ ସମସ୍ୟା ଏବଂ ସୁଯୋଗ ସମ୍ପର୍କରେ ଏକ ବିତର୍କ ଅନୁଷ୍ଠିତ ହେବ । ଗତବର୍ଷ ନିଜର ସୁବର୍ଣ୍ଣ ଜୟନ୍ତୀ ପାଳନ କରିଥିବା ଆଇସିଏଆଇର ଏହି ସମ୍ମିଳନୀରେ ଖର୍ଚ୍ଚକାଟ ଏବଂ ଖର୍ଚ୍ଚ ନିୟନ୍ତ୍ରଣ ଉପରେ ମଧ୍ୟ ଆଲୋଚନା କରାଯିବ । ରାଜ୍ୟର ସବୁ ପ୍ରାନ୍ତରୁ ଶତାଧିକ କଷ୍ଟ୍‍ ଆକାଉଣ୍ଟାଣ୍ଟ ପରୋକ୍ଷ ଟିକସ କମିଟି ପକ୍ଷରୁ ଏହି କର୍ମଶାଳାରେ ଯୋଗ ଦେବେ ବୋଲି ଜଣାପଡିଛି । ଆଇସିଏଆଇର ସମସ୍ତ ସଦସ୍ୟଙ୍କୁ ଯୋଗଦେବା ପାଇଁ ଆଇସିଏଆଇ ଭୁବନେଶ୍ବରର ଉପ ମୁଖ୍ୟ ଏସ୍‌ପି ପାଢୀ ଆମନ୍ତ୍ରଣ କରିଛନ୍ତି। ପାଢୀଙ୍କ ବ୍ୟତିତ ସିଏମ୍‌ଏ ନିରଞ୍ଜନ ମିଶ୍ର ଏବଂ ରାକେଶ ଭଲ୍ଲା ଏହି ପ୍ରେସମିଟ୍‌ରେ ଯୋଗ ଦେବେ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026
Latest News

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.