Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଆଜି ଶେଷ ପର୍ଯ୍ୟାୟ ପାଇଁ ମତଦାନ
ଆଜିର ଖବର

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଆଜି ଶେଷ ପର୍ଯ୍ୟାୟ ପାଇଁ ମତଦାନ

December 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
  ରାଞ୍ଚି, 20/12:  ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପଞ୍ଚମ ତଥା ଶେଷ ପର୍ଯାୟରେ ୧୬ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆଜି ମତଦାନ ଆରମ୍ଭ ହୋଇଯାଇଛି । ମତଦାନ ଆଜି ପୂର୍ବାହ୍ନ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ଏହି ପର୍ଯ୍ୟାୟରେ ମତଦାନ ୨୩୭ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଅଞ୍ଚଳ ବୋଲି କୁହାଯାଉଛି । ଶେଷ ପର୍ଯ୍ୟାୟରେ ୪୦ ଲକ୍ଷ ୫ ହଜାର ୨୮୭ ମତଦାତା ନିଜର ମତାଧିକାର ପ୍ରୟୋଗ କରିବେ ।  ଆଜି ମତଦାନ ହେବାକୁ ଥିବା ୧୬ଟି ଆସନରୁ ୭ଟି ଆସନ ଅନୁସୂଚିତ ଜନତାତିଙ୍କ ସଂରକ୍ଷିତ ।୨୦୧୪ର ବିଧାନସଭା ନିର୍ବାଚନରେ ଜେଏମଏମ ୬ଟି ବିଜେପି ୫ଟି ଆସନରେ ବିଜୟୀ ହୋଇଥିଲା । ମତଦାନ କେନ୍ଦ୍ରଗୁଡ଼ିକରେ ପୋଲିସ ମୁତୟନ କରାଯାଇଛି । ପୋଲିସ ପେଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କରାଯାଇଛି । ସେହିପରି ଜିଲ୍ଲା ପ୍ରଶାସନ ତରଫରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରାଯାଇଛି । ସୂଚନାଯୋଗ୍ୟ ଯେ, ଝାଡ଼ଖଣ୍ଡ ବିଧାନସଭା ୮୧ ଜଣ ସଦସ୍ୟକୁ ନେଇ ଗଠିତ ହୋଇଛି ।  ଡିସେମ୍ବର ୨୩ରେ ମତଦାନର ଫଳାଫଳ ବାହାରିବ । (ଏଜେନ୍ସି)
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026
Latest News

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.