Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକାକୁ ଅସଦାଚରଣ : ସମ୍ପର୍କୀୟ ଦାଦା ଗିରଫ
ଆଜିର ଖବର

ନାବାଳିକାକୁ ଅସଦାଚରଣ : ସମ୍ପର୍କୀୟ ଦାଦା ଗିରଫ

December 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ମୟୁରଭଞ୍ଜ,21/12 : ମୟୂରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅଞ୍ଚଳରେ ଜଣେ 10 ବର୍ଷର ନାବାଳିକାକୁ ସମ୍ପର୍କୀୟ ଦାଦା ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୁଲିସ୍‌ ଅଭିଯୁକ୍ତ ଦାଦା ମିଲୁ ସିଂଙ୍କୁ ଗିରଫ କରିଛି । ଗତକାଲି ନାବାଳିକା ଜଣକ ଘର ବାହାରେ ଖେଳୁଥିବା ବେଳେ ସମ୍ପର୍କୀୟ ଦାଦା କୁକୁଡ଼ା ମାଗିଥିଲେ । ନାବାଳିକା ଜଣକ ଏକ କୁକୁଡ଼ା ଦେବା ବେଳେ ଯୁବକ ଜଣକ ତାଙ୍କୁ କାବୁ କରି ଅସଦାଚରଣ କରିବାକୁ ଲାଗିଲେ । ତେବେ ଏହି ସମୟରେ ନାବାଳିକାଙ୍କ ଘର ଲୋକ ବାହାରି ଆସିବାରୁ ଯୁବକ ଜଣକ ସେଠାରୁ ଫେରାର୍ ହୋଇଯାଇଥିଲେ । ନାବାଳିକାଙ୍କ ବୁଢ଼ିମା’ ଓ ଗାଁ ଲୋକେ ଥାନାରେ ଅଭିଯୋଗ କରିଥିଲେ । ଏହାପରେ ପୁଲିସ୍‌ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ।

minorgirl molestation
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.