Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡ଼ାକ ବିଭାଗ ପକ୍ଷରୁ ଯୋଜନା କାର୍ଯ୍ୟାନ୍ୱୟନ ଏବଂ ବାଣିଜ୍ୟ ବିକାଶ ସମାବେଶ
ଆଞ୍ଚଳିକ

ଡ଼ାକ ବିଭାଗ ପକ୍ଷରୁ ଯୋଜନା କାର୍ଯ୍ୟାନ୍ୱୟନ ଏବଂ ବାଣିଜ୍ୟ ବିକାଶ ସମାବେଶ

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କୁଜଙ୍ଗ, ୨୨/୧୨: କୁଜଙ୍ଗ ସ୍ଥିତ ସୂଚନା କେନ୍ଦ୍ର ପରିସରରେ ଶନିବାର ଦିନ କୁଜଙ୍ଗ ଡ଼ାକ ଉପଖଣ୍ଡ ପକ୍ଷରୁ ଏକ ବାଣିଜ୍ୟ ବିକାଶ ସମାବେଶ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଯୋଜନାରେ ବାଣିଜ୍ୟ ବିକାଶ ସମ୍ପର୍କରେ ଏହି ସମାବେଶରେ ଆଲୋଚନା ହୋଇ ଯାଇଛି। କୁଜଙ୍ଗ ପୋଷ୍ଟ ମାଷ୍ଟର ହୃଷୀକେଶ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ଓଡିଶା ସର୍କଲର ଡ଼ାକସେବା ନିର୍ଦ୍ଦେଶକ ଜି. ଗୁରୁନାଥନ ମୁଖ୍ୟଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଇଣ୍ଡିଆନ ପୋଷ୍ଟାଲ ଇନ୍ସ୍ୟରାନ୍ସ ଡ଼ିଡ଼ିଏମ ପି.ରାମକୃଷ୍ଣନ, କଟକ ଦକ୍ଷୀଣ ମଣ୍ଡଳ ଡ଼ାକ ବିଭାଗ ସୁପରିଟେଣ୍ଡେଣ୍ଟ ଜିପି କର, ଜଗତସିଂହପୁର ଜିଲ୍ଲାର ଆଇପିପିବି ମ୍ୟାନେଜର ଆନନ୍ଦ ସ୍ୱରୂପ ଦାସ, କୁଜଙ୍ଗ ଡ଼ାକ ଉପଖଣ୍ଡର ଡ଼ାକ ନୀରିକ୍ଷକ ସତ୍ୟବ୍ରତ ଗାହାଣ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ। ଡ଼ାକ ବିଭାଗର ବିଭିନ୍ନ ଯୋଜନାକୁ କିପରି ଜନସାଧାରଣଙ୍କ ନିକଟରେ ପହଂଚାଯାଇ ପାରିବ ଏବଂ ଡ଼ାକ ବିଭାଗର ବାଣିଜ୍ୟକୁ ବୃଦ୍ଧି କରାଯାଇ ପାରିବ ସେ ସମ୍ପର୍କରେ ଉପସ୍ଥିତ ବକ୍ତା ଆଲୋକପାତ କରିଥିଲେ। ଏହି ଅବସରରେ ଡ଼ାକ ବିଭାଗ ଜରିଆରେ କାର୍ଯ୍ୟକାରୀ କରାଯାଉଥିବା ପୋଷ୍ଟାଲ ଲାଇଫ ଇନସ୍ୟୁରାନ୍ସ, ରୁରାଲ ପୋଷ୍ଟାଲ ଲାଇଫ ଇନସ୍ୟୁରାନ୍ସ , ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ଅଟଳ ପେନସନ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

kujang
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.