Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟୀ ଦିନିକିଆ : ଟସ୍‌ ଜିତି କୋହ୍‌ଲିଙ୍କ ବୋଲିଂ ନିଷ୍ପତ୍ତି
ଆଜିର ଖବର

ବାରବାଟୀ ଦିନିକିଆ : ଟସ୍‌ ଜିତି କୋହ୍‌ଲିଙ୍କ ବୋଲିଂ ନିଷ୍ପତ୍ତି

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ,22/12 : ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ରେ ଭାରତ ଟସ୍‌ ଜିତିଛି । ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ପ୍ରଥମେ ଫିଲ୍ଡିଂର ନିଷ୍ପତ୍ତି ନେଇଛନ୍ତି । ଦ୍ବିତୀୟାର୍ଦ୍ଧରେ କାକର ପଡିବାର ଥିବାରୁ ପ୍ରଥମେ କ୍ଷେତ୍ରରକ୍ଷଣ ସଠିକ୍‌ ନିଷ୍ପତ୍ତି ବୋଲି କୋହଲି କହିଛନ୍ତି । ପିଚ୍‌ ବ୍ୟାଟିଂ ଅନୁକୂଳ ହୋଇଥିବାରୁ ଏକ ହାଇ ସ୍କୋରିଂ ମ୍ୟାଚ୍‌ ଦେଖିବାକୁ ମିଳିବ । ଓ୍ବେଷ୍ଟଇଣ୍ଡିଜ୍‌ ପକ୍ଷରୁ ଏହାର ଏକାଦଶରେ କୌଣସି ପରିବର୍ତ୍ତନ କରାଯାଇନଥିବା ବେଳେ ଭାରତ ପକ୍ଷରୁ ନବଦୀପ୍‌ ସାଇନି ଅନ୍ତର୍ଜାତୀୟ ପଦାର୍ପଣ କରିଛନ୍ତି । ଆହତ ଦୀପକ ଚହରଙ୍କ ସ୍ଥାନରେ ନବଦୀପ ପଦାର୍ପଣ କରିଛନ୍ତି ।

barabatti kohli saINI
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026
Latest News

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ଏସୀୟ କ୍ରୀଡ଼ା-୨୦୨୬: ସେପ୍ଟେମ୍ବର ୧୭ରୁ ଭାରତର ଅଭିଯାନ, ଜାଣନ୍ତୁ କାର୍ଯ୍ୟସୂଚୀ

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.