Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌-ଆମ୍ବୁଲାନ୍ସ ଧକ୍କା : 2 ମୃତ, 2 ଗୁରୁତର
ଆଜିର ଖବର

ଟ୍ରକ୍‌-ଆମ୍ବୁଲାନ୍ସ ଧକ୍କା : 2 ମୃତ, 2 ଗୁରୁତର

December 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଯାଯପୁର,22/12 : ଟ୍ରକ୍ ଓ ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା ହେବାରୁ ଏଥିରେ 2 ଜଣକର ମୃତ୍ୟୁ ଘଟିଥିବା ବେଳେ 2 ଜଣ ଗୁରୁତର ହୋଇଛନ୍ତି । ପାଣିକୋଇଲି ଥାନା ଅନ୍ତର୍ଗତ ବ୍ରଜନଗର ଠାରେ 215 ଜାତୀୟ ରାଜପଥ ଉପରେ ଏହି ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ରୋଗୀ ନେଇ ଭଦ୍ରକରୁ କଟକ ଅଭିମୁଖେ ଯାଉଥିବା ବେଳେ କଟକ ପଟୁ ପାଣିକୋଇଲି ଆଡ଼କୁ ଆସୁଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସର ଆମ୍ବୁଲାନ୍ସ ଡ୍ରାଇଭର ସମେତ ରୋଗୀର ମୃତ୍ୟୁ ଘଟିଛି । ଆମ୍ବୁଲାନ୍ସରେ ଥିବା ଅନ୍ୟ ଦୁଇଜଣଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି । ପୁଲିସ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି ।

accident jajpur
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026
Latest News

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.