Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମସ୍ତ ସଂଖ୍ୟାଲଘୁ ଗୋଷ୍ଠୀକୁ ଆକ୍ରମଣ କରିବେ ମୋଦି : ଗୋପାଳ ସିଂ ଚାଓ୍ବଲା
ଆଜିର ଖବର

ସମସ୍ତ ସଂଖ୍ୟାଲଘୁ ଗୋଷ୍ଠୀକୁ ଆକ୍ରମଣ କରିବେ ମୋଦି : ଗୋପାଳ ସିଂ ଚାଓ୍ବଲା

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 23/12 : ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ସଂଖ୍ୟାଲଘୁ ଗୋଷ୍ଠୀକୁ ଆକ୍ରମଣ କରିବେ ବୋଲି ପ୍ରୋ ଖଲିସ୍ତାନୀ ନେତା ଗୋପାଳ ସିଂ ଚାଓ୍ବଲା କହିଛନ୍ତି । ପ୍ରୋ ଖଲିସ୍ତାନୀ ନେତା ନାଗରିକତା ସଂଶୋଧନକୁ ନେଇ ନିଜର ମତ ପ୍ରକାଶ କରିଛନ୍ତି । ସିଏଏ ଦ୍ବାରା ମୁସ୍‌ଲିମ୍‌ ସମ୍ପ୍ରଦାୟକୁ ମୋଦି ସରକାର ଟାର୍ଗେଟ କରିଛନ୍ତି । ଯଦି ଭାରତୀୟ ମାନେ ଏହା ବିରୋଧରେ ସ୍ବର ଉତ୍ତୋଳନ ନ କରନ୍ତି ତେବେ ଧୀରେ ଧୀରେ ମୋଦି ଅନ୍ୟ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ୍‌ କରିବେ । ଭାରତରେ ବର୍ତ୍ତମାନ ରହିଥିବା ସମସ୍ୟା ଆରଏସ୍‌ଏସ୍‌ କାରଣରୁ ଆସିଛି । ଆରଏସ୍‌ଏସ୍‌ ମୁଖ୍ୟ ଏମ ଏସ୍‌ ଗୋଓ୍ବାଲକରଙ୍କ ଲିଖିତ ପୁସ୍ତକ ‘ବଞ୍ଚ ଅଫ୍‌ ଥଟ୍‌ସ’ ଆଧାରରେ ମୋଦି ଭାରତ ଗଠନ କରିବାକୁ ଯାଉଛନ୍ତି । ଏହି ପୁସ୍ତକ ଅନୁଯାୟୀ ଭାରତ କେବଳ ହିନ୍ଦୁଙ୍କର, ତେଣୁ ମୋଦି ମୁସ୍‌ଲିମ୍‌ ମାନଙ୍କ ଅଧିକାର କ୍ଷୁର୍ଣ୍ଣ କରିବାର ଘୃଣ୍ୟ ପ୍ରୟାସ କରୁଛନ୍ତି । ଭାରତରେ 30 କୋଟି ମୁସ୍‌ଲିମ୍‌ ରହିଥିବା ବେଳେ ଏହି ଆଇନ ବିରୋଧରେ ପ୍ରତିବାଦ କରିବା ଆବଶ୍ୟକ ବୋଲି ଚାଓ୍ବଲା ମତ ଦେଇଛନ୍ତି । (ଏଜେନ୍ସୀ)

caa Modi
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Latest News

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.