Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ : 6 ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ କଲା ଅଗ୍ନିଶମ ବିଭାଗ
ଆଜିର ଖବର

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ : 6 ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ କଲା ଅଗ୍ନିଶମ ବିଭାଗ

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଣ୍ଟାବାଞ୍ଜି,24/12 : ବିଶାଖାପାଟଣାରୁ ରାୟପୁର ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି । ଦୀର୍ଘ 6 ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ଅଗ୍ନିଶମ ବିଭାଗ ଏହି ନିଆଁକୁ ଆୟତ କରିଛି । ସୋମବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ମୁରିବାହାଲ ଷ୍ଟେସନରେ ବଗିରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଟ୍ରେନ୍‌ଟି କଣ୍ଟାବାଞ୍ଜି ଷ୍ଟେସନରେ ପହଞ୍ଚିବା ପରେ ରେଳବାଇ କର୍ତ୍ତୃପକ୍ଷ କଣ୍ଟାବାଞ୍ଜି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ଷ୍ଟେସନରେ ପହଞ୍ଚି ପ୍ରାୟ 6 ଘଣ୍ଟା ପରିଶ୍ରମ କରିବା ପରେ ଭୋର୍‌ 4ଟାରେ ନିଆଁକୁ ଆୟତ୍ତ କରିଥଲେ । ଟ୍ରେନର ପ୍ରାୟ 21ଟି ବଗିରେ ନିଆଁ ଲାଗି ଯାଇଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ରେଳବାଇ ପକ୍ଷରୁ ତଦନ୍ତ ଜାରି ରହିଛି ।

kantabanji train Visakhapatnam
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.