Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃୟାରୀ 19ରୁ ମେଟ୍ରିକ୍‌ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡର ଘୋଷଣା
ଆଜିର ଖବର

ଫେବୃୟାରୀ 19ରୁ ମେଟ୍ରିକ୍‌ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡର ଘୋଷଣା

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Board dismisses English for three centers for malpractice
Board dismisses English for three centers for malpractice

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର ,24/12 : ଆସନ୍ତା ଫେବୃୟାରୀ 19ରୁ ମେଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଫେବୃୟାରୀ 19ରୁ ଆରମ୍ଭ ହୋଇ ପରୀକ୍ଷା ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି । ପ୍ରଥମ ଦିନରେ ଓଡିଆ ଭାଷା ପରୀକ୍ଷା ରହିବ । 22 ତାରିଖରେ ଇଂରାଜୀ, 24 ତାରିଖରେ ହିନ୍ଦୀ/ ସଂସ୍କୃତ, 26 ତାରିଖରେ ଗଣିତ, 28ରେ ସାଧାରଣ ବିଜ୍ଞାନ ଏବଂ ମାର୍ଚ୍ଚ2 ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ ।  ସକାଳ 10ଟାରୁ 12.30 ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । କେବଳ ଗଣୀତ ପରୀକ୍ଷାରେ 15 ମିନିଟ୍‌ ଅତିରିକ୍ତ 15 ମିନିଟ୍‌ ସମୟ ପ୍ରଦାନ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଏହା ସହିତ ଏକ୍ସ ରେଗୁଲାର ଏବଂ ମଧ୍ୟମା ଛାତ୍ରଛାତ୍ରୀଙ୍କ ପରୀକ୍ଷା ମଧ୍ୟ ସମାନ୍ତରାଳ ଭାବରେ ହେବ ବୋଲି ଘୋଷଣା କରାଯାଇଛି । ଚଳିତ ବର୍ଷ ପରୀକ୍ଷା ଢାଞ୍ଚାରେ ମଧ୍ୟ ପରିବର୍ତ୍ତନ କରାଯାଇଛି । 50ଟି ଓଏମ୍‌ଆର ପ୍ରଶ୍ନପତ୍ର ବଦଳରେ 50ଟି ସଂକ୍ଷିପ୍ତ ଉତ୍ତରମୂଳକ ପ୍ରଶ୍ନ ରହିବା ନେଇ ଘୋଷଣା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସାଇବର ଠକେଇ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

August 4, 2026

ନୂଆ ରୂପରେ ଓଡ୍ରାଫ୍‌

August 4, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026
Latest News

ସାଇବର ଠକେଇ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

August 4, 2026

ନୂଆ ରୂପରେ ଓଡ୍ରାଫ୍‌

August 4, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.