Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଙ୍ଗାମା-୨ର ପ୍ରଥମ ପୋଷ୍ଟର ରିଲିଜ୍‌, ଦେଖିବାକୁ ମିଳିଲା ପରେଶ୍‌ଙ୍କ ସହ ଶିଳ୍ପାଙ୍କ ଯୋଡ଼ି
ଆଜିର ଖବର

ହଙ୍ଗାମା-୨ର ପ୍ରଥମ ପୋଷ୍ଟର ରିଲିଜ୍‌, ଦେଖିବାକୁ ମିଳିଲା ପରେଶ୍‌ଙ୍କ ସହ ଶିଳ୍ପାଙ୍କ ଯୋଡ଼ି

December 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, 24/12: ୨୦୦୩ରେ ଆସିଥିବା  କମେଡି ଫିଲ୍ମ ‘ହଙ୍ଗାମା’ର ଦ୍ବିତୀୟ ସଂସ୍କରଣ ବହୁତ ଶୀଘ୍ର ବକ୍ସ ଅଫିସ୍‌ରେ ରିଲିଜ୍‌ ହେବାକୁ ଯାଉଛି । ଆଜି ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି । ଏହି ପୋଷ୍ଟର ସହିତ ନିର୍ମାତା ଫିଲ୍ମର ରିଲିଜ୍‌ ଡେଟ୍‌ ମଧ୍ୟ ଘୋଷଣା କରିଛନ୍ତି । ଫିଲ୍ମରେ ବହୁତ ଦିନ ପରେ ଶିଳ୍ପା ସେଟ୍ଟିଙ୍କୁ ବଡ଼ ପରଦାରେ ଦେଖିବାକୁ ମିଳିବ । ଅବଶ୍ୟ ଏହା ପୂର୍ବରୁ କିଛି ଗୀତରେ ତାଙ୍କୁ ଦେଖିବାକୁ ମିଳିଛି । ରିଲିଜ୍‌ ହୋଇଥିବା ପୋଷ୍ଟରରେ ପରେଶ ରାଓ୍ବଲ୍‌ଙ୍କ ସହିତ ଶିଳ୍ପା ସେଟ୍ଟି ଓ ମିଜାନ୍‌ ଜାଫେରୀଙ୍କ ସହିତ ସାଉଥ୍‌ ହିରୋଇନ୍‌ ପ୍ରଣିଥା ସୁବାସ୍‌ ମଧ୍ୟ ନଜର ଆସିଛନ୍ତି। ପ୍ରିୟଦର୍ଶନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି 2020 ଅଗଷ୍ଟ 14ରେ ପରଦାକୁ ଆସିବ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ହାରିସ୍‌ ରୌଫଙ୍କୁ ଜରିମାନା ପରେ ମଧ୍ୟ ସୁଧୁରୁନି ପାକିସ୍ତାନ: ନୂଆ ନାଟକ ସୃଷ୍ଟି କଲେ ପିସିବି ଅଧ୍ୟକ୍ଷ

September 27, 2025

ବିହାର ବିଜୟ ପାଇଁ ଗୁପ୍ତ ମନ୍ତ୍ରଣା କଲେ ବିଜେପି ଚାଣକ୍ୟ ଅମିତ ଶାହ

September 27, 2025

ସୋନମ ୱାଙ୍ଗଚୁକଙ୍କ ରହିଛି ପାକିସ୍ତାନୀ ଲିଙ୍କ୍?: ଲଦାଖ ଡିଜିପି ଙ୍କ ଆଶ୍ଚର୍ଯ୍ୟଜନକ ଦାବି

September 27, 2025

ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 27, 2025
Latest News

ହାରିସ୍‌ ରୌଫଙ୍କୁ ଜରିମାନା ପରେ ମଧ୍ୟ ସୁଧୁରୁନି ପାକିସ୍ତାନ: ନୂଆ ନାଟକ ସୃଷ୍ଟି କଲେ ପିସିବି ଅଧ୍ୟକ୍ଷ

September 27, 2025

ବିହାର ବିଜୟ ପାଇଁ ଗୁପ୍ତ ମନ୍ତ୍ରଣା କଲେ ବିଜେପି ଚାଣକ୍ୟ ଅମିତ ଶାହ

September 27, 2025

ସୋନମ ୱାଙ୍ଗଚୁକଙ୍କ ରହିଛି ପାକିସ୍ତାନୀ ଲିଙ୍କ୍?: ଲଦାଖ ଡିଜିପି ଙ୍କ ଆଶ୍ଚର୍ଯ୍ୟଜନକ ଦାବି

September 27, 2025

PM Modi in Odisha: ଦେଶବାସୀଙ୍କୁ ପଚାଶ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

September 27, 2025

ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.