Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଭିଆଇପି ସୁରକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ କଲେ ଉଦ୍ଧବ ସରକାର, ସଚିନ୍‌ଙ୍କ ସୁରକ୍ଷା କମାଇ ଆଦିତ୍ୟଙ୍କ ସୁରକ୍ଷା ବଢାଇଲେ
ଆଜିର ଖବର

ଭିଭିଆଇପି ସୁରକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ କଲେ ଉଦ୍ଧବ ସରକାର, ସଚିନ୍‌ଙ୍କ ସୁରକ୍ଷା କମାଇ ଆଦିତ୍ୟଙ୍କ ସୁରକ୍ଷା ବଢାଇଲେ

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, 25/12:  ମହାରାଷ୍ଟ୍ରରେ ଉଦ୍ଧବ ସରକାର  କ୍ରିକେଟର ସଚିନ୍‌ ତେନ୍ଦୁଲକରଙ୍କ ଏକ୍ସ  କ୍ୟାଟେଗୋରୀର ସୁରକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରିଛନ୍ତି। ଏହାସହିତ ଶିବସେନା ବିଧାୟକ ତଥା ପୁତ୍ର ଆଦିତ୍ୟ ଠାକ୍‌ରେଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢାଇଛନ୍ତି। ପୂର୍ବରୁ ଆଦିତ୍ୟଙ୍କୁ ଓ୍ବାଇ ପ୍ଲସ୍‌ ଯୋଗାଇ ଦିଆଯାଉଥିବାବେଳେ ଏବେ ଏହାକୁ ଜେଡ୍‌ ପ୍ଲସ୍‌ କରାଯାଇଛି । ସେହିପରି ଆନ୍ନା ହଜାରେଙ୍କ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢାଇଛନ୍ତି। ମଙ୍ଗଳବାର ସୁବେରେ ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା ରାଜ୍ୟର ଭିଭିଆଇପିଙ୍କ ସୁରକ୍ଷା ବ୍ୟବସ୍ଥା ବାବଦରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ର ପୁଲିସ ଅଧିକାରୀଙ୍କ ସୁଚନା ଅନୁଯାୟୀ ସଚିନଙ୍କ ସୁରକ୍ଷା ବ୍ୟବସ୍ଥା ଏକ୍ସ କ୍ୟାଟାଗୋରୀ ଅନ୍ତର୍ଭୁକ୍ତ ଥିଲା। ତାଙ୍କ ସହିତ ଜଣେ ପୁଲିସ କନେଷ୍ଟବଳ ଚବିଶ ଘଣ୍ଟା ରହୁଥିଲେ। ଏବେ ଏହି ସୁରକ୍ଷା ବ୍ୟବସ୍ଥାକୁ ମହାରାଷ୍ଚ୍ର ସରକାର ପ୍ରତ୍ୟାହାର କରିଛନ୍ତି। ଏହା ବ୍ୟତୀତ ଉତ୍ତର ପ୍ରଦେଶ ପୂର୍ବତନ ରାଜ୍ୟପାଳ ରାମ ନାଇକଙ୍କୁ ଜେଡ୍ ପ୍ଲସ ସୁରକ୍ଷା ଯୋଗାଯାଇଥିଲା। ଏବେ ସୁରକ୍ଷାରେ ଢ଼ିଲା କରାଯାଇ ତାଙ୍କୁ ଏକ୍ସ କ୍ୟାଟାଗୋରୀର ଅନ୍ତର୍ଭୁକ୍ତ କରାଯାଇଛି। ମହାରାଷ୍ଟ୍ର ସରକାର ରାଜ୍ୟର ଭିଭିଆଇପିଙ୍କ ସୁରକ୍ଷା ବ୍ୟବସ୍ଥା ବାବଦରେ ସମୀକ୍ଷା ବୈଠକ କରିଥିଲେ। ଯେଉଁଥିରେ ରାଜ୍ୟର ଅନେକ ଭିଭିଆଇପି ବ୍ୟକ୍ତିଙ୍କ ସୁରକ୍ଷାରେ ପରିବର୍ତ୍ତନ କରାଯାଇଛି। ମୋଟ୍ 97 ଜଣ ବ୍ୟକ୍ତିଙ୍କ ସୁରକ୍ଷା ବାବଦରେ ସରକାର ସମୀକ୍ଷା କରିଥିଲେ। (ଏଜେନ୍ସି)

udhav thakery
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.