Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜେଏସ୍‌ଡବ୍ଲୁ ଭଙ୍ଗାରୁଜା ଘଟଣା: ଘଟଣାରେ ସମ୍ପୃକ୍ତ ନ ଥିବା ନେଇ ବିଜ୍ଞପ୍ତି ଜାରି କଲା ବିଜେପି ଯୁବ ମୋର୍ଚ୍ଚା
ଆଞ୍ଚଳିକ

ଜେଏସ୍‌ଡବ୍ଲୁ ଭଙ୍ଗାରୁଜା ଘଟଣା: ଘଟଣାରେ ସମ୍ପୃକ୍ତ ନ ଥିବା ନେଇ ବିଜ୍ଞପ୍ତି ଜାରି କଲା ବିଜେପି ଯୁବ ମୋର୍ଚ୍ଚା

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ପାରାଦୀପ, ୨୫/୧୨: ଗତକାଲି ଜେଏସ୍‌ଡବ୍ଲୁ କାର୍ଯ୍ୟାଳୟ ମଧ୍ୟରେ ହୋଇଥିବା ଭଙ୍ଗାରୁଜାକୁ ନେଇ ଜଗତସିଂହପୁର ଜିଲ୍ଲାର ବିଜେପି ଯୁବ ମୋର୍ଚ୍ଚା ସଭାପତି ସମ୍ପଦ କୁମାର ସ୍ବାଇଁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି। ୨୪ ତାରିଖ ଅର୍ଥାତ୍‌ ଗତକାଲି ଦିବା ୧୧ ଘଟିକା ସମୟରେ ଏକ ନିର୍ଦ୍ଦିଷ୍ଟ ସଙ୍ଗଠନର ନାମ ନେଇ କିଛି ଯୁବକ ଜେ.ଏସ୍‌.ଡବ୍ଲୁ  ଇନ୍‌ଫ୍ରା ଷ୍ଟକଚର୍‌ ଲିମିଟେଡ କମ୍ପାନୀରେ ନିଯୁକ୍ତି ଦାବିରେ ଗଣ୍ଡଗୋଳ କରିବା ସହିତ କାର୍ଯ୍ୟାଳୟ ମଧ୍ୟରେ ପଶି ଭଙ୍ଗାରୁଜା କରିଥିଲେ। ଏହି ଘଟଣାରେ ସଫେଇ ଦେଇ ବିଜେପିର ଯୁବ ମୋର୍ଚ୍ଚା ସଭାପତି ସମ୍ପଦ କୁମାର ସ୍ବାଇଁ କହିଛନ୍ତି ଯେ, ଏହି ଘଟଣାରେ ଦଳର କୌଣସି ପ୍ରକାରର ସମ୍ପୃକ୍ତି ନାହିଁ। ବେରୋଜଗାର ଯୁବକମାନେ ନିଯୁକ୍ତି ପାଇଁ ଗଣତାନ୍ତ୍ରିକ ପଦ୍ଧତିରେ ସଂଗ୍ରାମ କରିବା ଉଚିତ୍‌। ନିଯୁକ୍ତି ନାମରେ ହିଂସାକୁ ବରଦାସ୍ତ କରାଯିବ ନାହିଁ। ଏହି ଘଟଣାକୁ ଦୃଢ ନିନ୍ଦା କରିବା ସହିତ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ କରିବା ପାଇଁ ଦାବି କରିଛନ୍ତି ବିଜେପି ଯୁବ ମୋର୍ଚ୍ଚା ସଭାପତି। ପାରାଦୀପରେ ବିଭିନ୍ନ ସଙ୍ଗଠନ ତରଫରୁ ଏହି ଘଟଣାରେ ବିଜେପି ଦଳର ସମର୍ଥନ ରହିଥିବା ନେଇ ଅପପ୍ରଚାର କରାଯାଇଥିଲା।

 

BJP jagatasinghpur paradip
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.