Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫିଲିପାଇନ୍ସରେ ଟାଇଫୁନ୍‌ର ତାଣ୍ଡବ : 13 ମୃତ
ଆଜିର ଖବର

ଫିଲିପାଇନ୍ସରେ ଟାଇଫୁନ୍‌ର ତାଣ୍ଡବ : 13 ମୃତ

December 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାନିଲା, 26/12 : ସାମୁଦ୍ରିକ ଝଡ ଟାଇଫୁନ୍‌ ଫିଲିପାଇନ୍ସରେ ଏହାର ତାଣ୍ଡବ ରଚିଛି । ଟାଇଫୁନ୍‌ ଫାନ୍‌ଫୋନ୍‌ ତାଣ୍ଡବରେ ଗୁରୁବାର ଫିଲିପାଇନ୍ସରେ 13 ଜଣଙ୍କର ମୃତ୍ୟୁ ଘଟିଛି । ଫିଲିପାଇନ୍ସ ସରକାରଙ୍କ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି । ଫିଲିପାଇନ୍ସର ପ୍ରାକୃତିକ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । 13 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 6 ଜଣ ନିଖୋଜ ଅଛନ୍ତି । ଏହି ସୂଚନା ସରକାରୀ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଟାଇଫୁନ୍‌ କାରଣରୁ 100ଟି ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରଖାଯାଇଛି । (ଏଜେନ୍ସୀ)

philipines typhoon
Share. Facebook Twitter LinkedIn Email WhatsApp Copy Link

Related Posts

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୧୨ ମୃତ, ୩୦ ଗୁରୁତର

September 27, 2026
Latest News

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

କମର୍ସିଆଲ୍ ବିମାନରେ ଯାତ୍ରୀଙ୍କୁ କାହିଁକି ଦିଆଯାଏନି ପାରାଚ୍ୟୁଟ୍? ଜାଣନ୍ତୁ ଏହା ପଛର ୫ଟି ବଡ଼ କାରଣ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.