Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିରଟ ଏସ୍‌ପିଙ୍କ ପାକିସ୍ତାନ ଫେରିଯାଅ ମନ୍ତବ୍ୟ : କାର୍ଯ୍ୟାନୁଷ୍ଠାନ ଦାବି କଲେ ନକ୍‌ଭୀ
ଆଜିର ଖବର

ମିରଟ ଏସ୍‌ପିଙ୍କ ପାକିସ୍ତାନ ଫେରିଯାଅ ମନ୍ତବ୍ୟ : କାର୍ଯ୍ୟାନୁଷ୍ଠାନ ଦାବି କଲେ ନକ୍‌ଭୀ

December 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 29/12 : ମିରଟ ଏସ୍‌ପି ଅଖିଳେଶ ନାରାୟଣ ସିଂ ଆନ୍ଦୋଳନ ରତ ଭିଡକୁ ପାକିସ୍ତାନ ପଳେଇଯାଅ ବୋଲି କହିବାକୁ ନେଇ ସ୍ବର ଉତ୍ତୋଳନ କରିଛନ୍ତି ବିଜେପି କେନ୍ଦ୍ରମନ୍ତ୍ରୀ ମୁଖ୍‌ତାର ଆବାସ୍‌ ନକ୍‌ଭୀ । ଏପରି ଦାୟିତ୍ବହୀନ ମନ୍ତବ୍ୟ ପାଇଁ ଏସ୍‌ପିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନକ୍‌ଭୀ କହିଛନ୍ତି । ସଂଖ୍ୟାଲଘୁ ସମ୍ପ୍ରଦାୟର କେନ୍ଦ୍ରମନ୍ତ୍ରୀ ନକ୍‌ଭୀ କହିଛନ୍ତି, ଯଦି ଭିଡିଓ ଅନୁଯାୟୀ ଏସ୍‌ପି ଏପରି ମତାମତ ଦେଇଥାନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଉଲ୍ଲେଖଯୋଗ୍ୟ ଯେ, 18ରୁ 25 ବର୍ଷ ବୟସ୍କ ଯୁବକ ମାନେ ପାକିସ୍ତାନ ସପକ୍ଷବାଦୀ ନାରା ଦେଉଥିବା ବେଳେ ମିରଟ୍‌ ଏସ୍‌ପି ଅଖିଳେଶ ନାରାୟଣ ସିଂ ପାକିସ୍ତାନ ପଳେଇଯିବା ପାଇଁ କହିଥିଲେ । (ଏଜେନ୍ସୀ)

meerut sp
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.