Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସିନେମା»ବିବାହ ପରେ କାହିଁକି ବାରମ୍ବାର ନାମ ବଦଳାଉଛନ୍ତି ସୋନମ୍‌ କପୁର !
ସିନେମା

ବିବାହ ପରେ କାହିଁକି ବାରମ୍ବାର ନାମ ବଦଳାଉଛନ୍ତି ସୋନମ୍‌ କପୁର !

May 16, 2018No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ବଲିଉଡର ଲୋକପ୍ରିୟ ନାୟିକା ସୋନମ କପୁର ବ୍ୟବସାୟୀ ଆନନ୍ଦ ଆହୁଜାଙ୍କୁ ବିବାହ କରିବା ପରେ ବାରମ୍ବାର ନିଜର ନାମ ବଦଳାଉଛନ୍ତି । ପ୍ରଥମତଃ ତାଙ୍କର ମୂଳ ନାମ ସୋନମ କପୁର। ବିବାହ ପରେ ସେ ନିଜ ନାମ ସୋନମ୍‌ କପୁର ଆହୁଜା ରଖିବେ ବୋଲି ସୂଚନା ମିଳିଲା। ଏବେ ତାଙ୍କ ନାମ ସୋନମ୍‌ କେ ଆହୁଜା ହେବ ବୋଲି ନିଶ୍ଚିତ ହୋଇଛି । ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଏହି ଅଭିନେତ୍ରୀ ପରିଶେଷରେ ନିଜର ନାମ ସୋନମ୍‌ କେ ଆହୁଜା ରଖିବାକୁ ସହମତି ପ୍ରକାଶ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.