Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେ ଧର୍ମ ଆଧାରରେ ଭେଦଭାବ କରୁନାହୁଁ : ରାମ ମାଧବ
ଆଜିର ଖବର

ଆମେ ଧର୍ମ ଆଧାରରେ ଭେଦଭାବ କରୁନାହୁଁ : ରାମ ମାଧବ

December 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ, 30/12: ନାଗରିକତା ସଂଶୋଧନ ଆଇନକୁ ନେଇ ଚାଲିଥିବା ଲଢେଇ ମଧ୍ୟରେ ବିଜେପିର ରାଷ୍ଟ୍ରୀୟ ମହାସଚିବ ରାମମାଧବ କହିଛନ୍ତି ଯେ, ଆମେ ଧର୍ମ ଆଧାରରେ ଭେଦଭାବ କରୁନାହୁଁ । କଂଗ୍ରେସର ଅନ୍ତରୀକ୍ଷ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଭାରତୀୟଙ୍କୁ ବିବାହ କରିବା ପରେ ନାଗରିକତା ମିଳିଛି । ତାଙ୍କୁ କେହି ତାଙ୍କର ଧର୍ମ ପଚାରି ନାହାନ୍ତି । ଏହି ଆଇନରେ କୌଣସି ପ୍ରକାରର ଦ୍ବନ୍ଦ୍ବ ନାହିଁ କିମ୍ବା ଏହା ଜଟିଳ ମଧ୍ୟ ନୁହେଁ। ଏହାକୁ ନେଇ ବିବାଦ କରାଯାଉଛି ।

ରାମମାଧବ କହିଛନ୍ତି ଯେ, ଭାରତରେ 4 ପ୍ରକାରରେ ନାଗରିକତା ମିଳିଥାଏ । ଜନ୍ମ ଆଧାରରେ, ଦେଶୀୟ ଆଧାରରେ, ଯିଏ ଭାରତର ଶରରଣ ନେଇଥାନ୍ତି ଓ ଏବେ  ନାଗରିକତା ସଂଶୋଧନ ଆଇନ ଆଧାରରେ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏଥିରେ ରହିଥିବା ତିନି ପଡୋଶୀ ରାଷ୍ଟ୍ରର ଲୋକଙ୍କୁ ମଧ୍ୟ ନାଗରିକତା ମିଳିବ । ଏହା ନାଗରିକତା ଛଡାଇବ ନାହିଁ । ଯେକୌଣସି ମୁସଲମାନ ଭାରତର ନାଗରିକତା ନେଇ ପାରିବେ, କିନ୍ତୁ ଏଥିପାଇଁ କିଛି ମାନଦଣ୍ଡର ରହିଛି, ତାହାକୁ ପୂରଣ କରିବାକୁ ପଡ଼ିବ ।

ଆଜି ପ୍ରଧାନମନ୍ତ୍ରୀ ମୋଦି ସିଏଏ ସମ୍ପର୍କରେ ସଚେତନତା କରାଇବା ଉଦ୍ଦେଶରେ ଏକ ଟୁଇଟର କ୍ୟାମ୍ପେନ୍‌ର ଆରମ୍ଭ କରିଛନ୍ତି ।  (ଏଜେନ୍ସି)

caa
Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.