Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବବିଦ୍ୟାଳୟକୁ ରାଜନୈତିକ ପରୀକ୍ଷାଗାର ଭାବରେ ବ୍ୟବହାର କରାନଯାଉ : ସ୍ମୃତି ଇରାନୀ
ଆଜିର ଖବର

ବିଶ୍ବବିଦ୍ୟାଳୟକୁ ରାଜନୈତିକ ପରୀକ୍ଷାଗାର ଭାବରେ ବ୍ୟବହାର କରାନଯାଉ : ସ୍ମୃତି ଇରାନୀ

January 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,06/01: ଜଓ୍ବାହାର ଲାଲ ନେହେରୁ ବିଶ୍ବବିଦ୍ୟାଳୟରେ ହିଂସାକୁ ନେଇ ନିଜର ମତ ରଖିଛନ୍ତି ବିଜେପି ନେତ୍ରୀ ସ୍ମୃତି ଇରାନୀ । ବିଶ୍ବ ବିଦ୍ୟାଳୟକୁ ରାଜନୈତିକ ପରୀକ୍ଷାଗାର ଭାବରେ ବ୍ୟବହାର କରାନଯାଉ ଏବଂ ଛାତ୍ରଛାତ୍ରୀଙ୍କୁ ରାଜନୈତିକ ମୋହରା ବନାନଯାଉ ବୋଲି ବିଜେପି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ପ୍ରକାଶ କରିଛନ୍ତି । ସେହିପରି ଜେଏନ୍‌ୟୁ ଆକ୍ରମଣର ତଦନ୍ତ ଜାରି ରହିଥିବାରୁ ଏହା ଉପରେ ମତ ଦେବାକୁ ମନା କରିଛନ୍ତି ଇରାନୀ । ଉଲ୍ଲେଖଯୋଗ୍ୟ ଯେ, ରବିବାର ସନ୍ଧ୍ୟାରେ ଜେଏନ୍‌ୟୁ କ୍ୟାମ୍ପସରେ ଆକ୍ରମଣକୁ ନେଇ ଗୃହମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ଲ୍ୟୁଟନାଣ୍ଟ ଜେନେରାଲ ଅନୀଲ ବୈଜାଲଙ୍କୁ ଜେଏନ୍‌ୟୁ ପ୍ରତିନିଧିଙ୍କ ସହିତ ଆଲୋଚନା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । (ଏଜେନ୍ସୀ)

JNU violence
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.