Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବସର ନେଲେ ‘ସମାଜ’ର ସଂପାଦକ, ସୁଶାନ୍ତ କୁମାର ମହାନ୍ତି ହେଲେ କାର୍ଯ୍ୟକାରୀ ସଂପାଦକ
ଆଜିର ଖବର

ଅବସର ନେଲେ ‘ସମାଜ’ର ସଂପାଦକ, ସୁଶାନ୍ତ କୁମାର ମହାନ୍ତି ହେଲେ କାର୍ଯ୍ୟକାରୀ ସଂପାଦକ

January 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ:ଓଡିଶାର ପ୍ରତିଷ୍ଠିତ ତଥା ସର୍ବ ପୁରାତ୍ତନ ଦୈନିକ ଖବରକାଗଜ ସମାଜର କାର୍ଯ୍ୟକାରୀ ସଂପାଦକ ହେଲେ ସୁଶାନ୍ତ କୁମାର ମହାନ୍ତି। ଗତକାଲି ସଂପାଦକ ପଦରୁ ବରିଷ୍ଠ ସାମ୍ବାଦିକ ବାମପଦ ତ୍ରିପାଠୀ ଅବସର ନେବା ପରେ ସୁଶାନ୍ତଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ସମାଜର ପରିଚାଳନା ବୋର୍ଡର ନିଷ୍ପତି କ୍ରମେ ସୁଶାନ୍ତ ଏହି ଦାୟିତ୍ବ ଗ୍ରହଣ କରିଥିବାର ଜଣାପଡିଛି। ବାମପଦ ତ୍ରିପାଠୀ ଆବସର ନେବା ପରେ ସମାଜର ପରବର୍ତ୍ତି ସଂପାଦକ କିଏ ହେବ ସେ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ସେଥିପାଇଁ ରାଜ୍ୟର କେତେକ ବରିଷ୍ଠ ସାମ୍ବାଦିକ ସମାଜର ପରିଚାଳନା ବୋର୍ଡ ସହିତ ଯୋଗାଯୋଗରେ ମଧ୍ୟ ଅଛନ୍ତି। ହେଲେ ପରିଚାଳନା ବୋର୍ଡ କାହାକୁ ନୂଆ ନିଯୁକ୍ତି ନ ଦେଇ ସୁଶାନ୍ତ ମହାନ୍ତିଙ୍କୁ କାର୍ଯ୍ୟକାରୀ ସଂପାଦକ ଭାବେ ଅବସ୍ଥାପିତ କରିଛନ୍ତି। ପୂର୍ବରୁ ସୁଶାନ୍ତ 2014 ମସିହାରେ ପ୍ରାୟ ଦୁଇ ବର୍ଷ ପାଇଁ ମଧ୍ୟ କାର୍ଯ୍ୟକାରୀ ସଂପାଦକ ଭାବେ କାର୍ଯ୍ୟ କରିଛନ୍ତି। ସେ ବର୍ତ୍ତମାନ ସମାଜର ବାର୍ତ୍ତା ସଂପାଦକ ଭାବେ କାର୍ଯ୍ୟ କରୁଛନ୍ତି। ଗତକାଲି ସମାଜର କାର୍ଯ୍ୟକାରୀ ମୁଖ୍ୟ ପରିଚାଳକ ପ୍ରିୟବ୍ରତ ମହାନ୍ତି ଗୋପବନ୍ଧୁ ଭବନରେ ଏକ ବୈଠକ ଡାକି ଏହି ନିଯୁକ୍ତି ସଂପର୍କରେ ଅବଗତ କରାଇଥିଲେ। ଏହାପରେ ସୁଶାନ୍ତ କାର୍ଯ୍ୟକାରୀ ସଂପାଦକ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।

Samaj
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.