Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ସପକ୍ଷରେ 52 ଲକ୍ଷ ମିସ୍‌ କଲ୍‌ ଆସିଛି : ଅମିତ ଶାହା
ଆଜିର ଖବର

ସିଏଏ ସପକ୍ଷରେ 52 ଲକ୍ଷ ମିସ୍‌ କଲ୍‌ ଆସିଛି : ଅମିତ ଶାହା

January 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସିଏଏକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଥିବା ବେଳେ ଗୃହମନ୍ତ୍ରୀ ଅମିତ ଶାହା ପୁନର୍ବାର ଏହା ସପକ୍ଷରେ ନିଜର ମତ ରଖିଛନ୍ତି । ସିଏଏ ସପକ୍ଷରେ 52 ଲକ୍ଷ ମିସ୍‌ କଲ୍‌ ଆସିଛି ବୋଲି ଅମିତ ଶାହା ପ୍ରକାଶ କରିଛନ୍ତି । ଶୁକ୍ରବାର ବିଜେପି ପକ୍ଷରୁ ଅମିତ ଶାହା ଏହି ନମ୍ବର ଲଞ୍ଚ କରିଥିଲେ । ନମ୍ବର ଲଞ୍ଚ ପରଠାରୁ 52 ଲକ୍ଷ 72 ହଜାର ଲୋକ ଏହା ସମର୍ଥନରେ ମିସ୍‌କଲ୍‌ କରିଛନ୍ତି । ସମୁଦାୟ 68 ଲକ୍ଷ ଲୋକ ଫୋନ୍‌ କରିଥିବା ତନ୍ମଧ୍ୟରୁ 52 ଲକ୍ଷ 72 ହଜାର ନମ୍ବର ଚିହ୍ନଟଯୋଗ୍ୟ ଅଟେ ବୋଲି ଶାହା ପ୍ରକାଶ କରିଛନ୍ତି । ଏହା ସହିତ ସିଏଏକୁ ନେଇ ଲୋକଙ୍କ ମନରେ ରହିଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବିଜେପି ପକ୍ଷରୁ ଚେଷ୍ଟା କରାଯାଉଛି । ଦେଶର ପୁରାତନ ରାଜନୈତିକ ଦଳ କଂଗ୍ରେସ ଏହି ଆଇନକୁ ନେଇ ଲୋକଙ୍କ ମନରେ ଭ୍ରାନ୍ତ ଧାରଣା ସୃଷ୍ଟି କରୁଥିବାରୁ ଶାହା କଂଗ୍ରେସକୁ ସମାଲୋଚନା କରିଥିଲେ । (ଏଜେନ୍ସୀ)

amitshah Congress procaa
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026
Latest News

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.