Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋ’ ସରକାରରେ ସାମିଲ୍‌ ହେଲା ‘ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ’
ଆଜିର ଖବର

ମୋ’ ସରକାରରେ ସାମିଲ୍‌ ହେଲା ‘ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ’

January 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, ଆଜି ମୋ’ ସରକାରରେ ସାମିଲ୍‌ ହୋଇଛି ’’ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ। ଲୋକସେବା ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।

ରାଜ୍ୟର ସହରାଞ୍ଚଳରେ ଉତ୍ତମ ପାନୀୟ ଜଳ ଯୋଗାଣ ଯୋଗାଇ ଦେବା ସହିତ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ଜାଗା ମିଶନ୍‌ ଜରିଆରେ ମୌଳିକ ଅଧିକାର ଯୋଗାଇ ଦେବା ପାଇଁ ସ୍ଥିର କରାଯାଇଛି। ଜାଗା ମିଶନ୍‌ ଜରିଆରେ ସହରାଞ୍ଚଳର ପଚାଶ ହଜାର ଲୋକମାନଙ୍କୁ ଥଇଥାନ କରାଯିବା ନେଇ ଘୋଷଣା କରାଯାଇଛି । ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଫାଇଭ୍‌ ଟି ସଚିବ ଭିକେ ପାଣ୍ଡିଆନ୍‌, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ଅନ୍ୟ ସଚିବମାନେ ଉପସ୍ଥିତ ରହିଥିଲେ।

ମୋ’ ସରକାର ଯୋଜନାରେ ପ୍ରଥମେ ଥାନା ଓ ଡାକ୍ତରଖାନା ରହିଥିବାବେଳେ ଆଜି ମୋ’ ସରକାରରେ ଅଧୀନରେ ‘ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗକୁ ସାମିଲ୍‌ କରାଯାଇଛି। ପୂର୍ବରୁ ମୋ’ ସରକାର ଅଧୀନରେ କୃଷି, ଉଚ୍ଚଶିକ୍ଷା ଏବଂ ମହିଳା ଓ ଶିଶୁ ବିକାଶକୁ ମଧ୍ୟ ସାମିଲ୍‌ କରାଯାଇଥିଲା ।

Mosarkar naveenpattanik
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.