Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରାଜଭବନ ପାର୍କ ଦେଖିବାକୁ ଲମ୍ବା ଲାଇନ, ସୁବିଧାରେ ପରିଦର୍ଶନ ପାଇଁ ଜାଣନ୍ତୁ କଣ ରହିଛି ଏହାର ସ୍ବତନ୍ତ୍ର ବ୍ୟବସ୍ଥା
ରାଜ୍ୟ ଖବର

ରାଜଭବନ ପାର୍କ ଦେଖିବାକୁ ଲମ୍ବା ଲାଇନ, ସୁବିଧାରେ ପରିଦର୍ଶନ ପାଇଁ ଜାଣନ୍ତୁ କଣ ରହିଛି ଏହାର ସ୍ବତନ୍ତ୍ର ବ୍ୟବସ୍ଥା

January 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜଭବନ ପାର୍କ ଦେଖିବାକୁ ଲମ୍ବା ଲାଇନ, ସୁବିଧାରେ ପରିଦର୍ଶନ ପାଇଁ ଜାଣନ୍ତୁ କଣ ରହିଛି ଏହାର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର-ଆଜି ଦ୍ବିତୀୟ ଶନିବାର ଛୁଟି ଥିବାରୁ ଭୁବନେଶ୍ବରସ୍ଥିତ ରାଜଭବନ ପାର୍କ ବୁଲିବା ପାଇଁ ପ୍ରବଳ ଗହଳି ପରିଲକ୍ଷିତ ହୋଇଥିଲା। ଦିନ 2ଟାରୁ ଲୋକମାନେ ଲମ୍ବା ଲାଇନରେ ପାର୍କ ଭିତରକୁ ପ୍ରବେଶ କରୁଥିଲେ। ବର୍ଷରେ ଥରେ ମାତ୍ର ଏହି ପାର୍କ ଦେଖିବାର ସୁଯୋଗ ମିଳୁଥିବାରୁ ପାର୍କ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ରହିଛି। ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ଗତ ଜାନୁଆରୀ 5 ତାରିଖଠାରୁ ଖୋଲାଯାଇଛି। ଏହା ଆସନ୍ତା  19 ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଏହି ପାର୍କକୁ ଛୁଟିଦିନ ଓ ରବିବାର ସହିତ ପ୍ରତ୍ୟେହ ଅପରାହ୍ନ ସାଢେ 2ଟାରୁ 5ଟା ପର୍ଯ୍ୟନ୍ତ ସର୍ବସାଧାରଣ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି। ତେବେ ଅପରାହ୍ନ ୪.୩୦ ପର୍ଯ୍ୟନ୍ତ ଲୋକମାନଙ୍କୁ ଉଦ୍ୟାନକୁ ପ୍ରବେଶ କରିବା ପାଇଁ ସମୟ ଦିଆଯାଇଛି। ୱାଟର ଫାଉଣ୍ଟେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌, ଗୋଲାପ ଉଦ୍ୟାନ, ହରିଣ ପାର୍କ, ପକ୍ଷୀ ପାର୍କ ଏବଂ ସର୍ବୋପରି ଉଦ୍ୟାନର ସବୁଜିମାକୁ ଦର୍ଶକମାନେ ଦେଖି ଏହାର ଆନନ୍ଦ ଉଠାଉଛନ୍ତି।

ପରିଦର୍ଶନ ସମୟରେ ରାଜଭବନ ପରିସରକୁ ସାଙ୍ଗରେ ଖାଦ୍ୟଦ୍ରବ୍ୟ ଓ ଅନ୍ୟାନ୍ୟ ଆପତିଜନକ ସାମଗ୍ରୀ ନଆଣିବା ସହ ସ୍ୱଚ୍ଛତା ଓ ଶୃଙ୍ଖଳା ବଜାୟ ରଖିବାକୁ ରାଜଭବନ ପକ୍ଷରୁ ମଧ୍ୟ ଅନୁରୋଧ କରାଯାଇଛି। ଲୋକଙ୍କୁ ସହଜ ଓ ସୁବିଧାରେ ପ୍ରବେଶପତ୍ର ମିଳିବା ଉଦ୍ଦେଶ୍ୟରେ ରାଜଭବନ ପକ୍ଷରୁ ମୋବାଇଲ୍‌ ଆପ୍‌ ଓ ଓ୍ବେବ୍‌ସାଇଟ୍‌ରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ରାଜଭବନ ଓ୍ବେବ୍‌ସାଇଟ୍‌ rajbhavanodisha.gov.in କୁ ଯାଇ ଏହାର ହୋମ୍‌ ପେଜ୍‌ ଉପରେ ଥିବା ‘Raj Bhavan Services’ ପାର୍ଶ୍ୱରେ ଉଲ୍ଲିଖିତ ଡାଉନ୍‌ଲୋଡ୍‌ ଆପ୍‌ରେ କ୍ଲିକ୍‌ କରି ନିଜର ପ୍ରବେଶପତ୍ର ପ୍ରସ୍ତୁତ କରିପାରିବେ। ଆସନ୍ତାକାଲି ରବିବାର ଥିବାରୁ ଏହି ଭିଡ ଆହୁରି ବଢିବ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ଦ୍ୱିତୀୟ ନୀଳାଦ୍ରି କପ୍ ଟି-୨୦ ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍ ଉଦଯାପିତ

December 22, 2025

ରିଲାଏନ୍ସ ଜୁଏଲ୍ସ ଆଣିଛି ଆଇକନିକ ଡ୍ରିମ ଡାଇମଣ୍ଡ ସେଲ ସହିତ ମାଗଣା ଗୋଲ୍ଡ କଏନ ଅଫର

December 22, 2025

ପ୍ରଶଂସନୀୟ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ ହେଲେ ଆଠ ରେଳ କର୍ମଚାରୀ

December 22, 2025

ଓଡିଶା ପ୍ରତି ନିବେଶକମାନଙ୍କର ବୃଦ୍ଧି ପାଉଛି ଆସ୍ଥା: ହାଇଦ୍ରାବାଦରୁ ଫେରି ଗଣମାଧ୍ୟମକୁ କହିଲେ ମୁଖ୍ୟମନ୍ତ୍ରୀ

December 22, 2025
Latest News

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପୂର୍ବତଟ ରେଳପଥ ଦ୍ୱାରା ଦ୍ୱିତୀୟ ନୀଳାଦ୍ରି କପ୍ ଟି-୨୦ ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍ ଉଦଯାପିତ

December 22, 2025

ରିଲାଏନ୍ସ ଜୁଏଲ୍ସ ଆଣିଛି ଆଇକନିକ ଡ୍ରିମ ଡାଇମଣ୍ଡ ସେଲ ସହିତ ମାଗଣା ଗୋଲ୍ଡ କଏନ ଅଫର

December 22, 2025

ପ୍ରଶଂସନୀୟ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ ହେଲେ ଆଠ ରେଳ କର୍ମଚାରୀ

December 22, 2025

ପିଚିକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.