Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 27ତମ ବାର୍ଷିକ ଉତ୍ସବ ପାଳିତ
ଆଞ୍ଚଳିକ

ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 27ତମ ବାର୍ଷିକ ଉତ୍ସବ ପାଳିତ

January 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷାବ୍ୟୁରୋ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ଗ୍ରାମ ପଞ୍ଚାୟତ ସ୍ଥିତ ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୭ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପୂର୍ବତନ ତଥା ବର୍ତ୍ତମାନର ପରିଚାଳନା କମିଟିର ସଭାପତି ଧନେଶ୍ୱର ମାଝୀ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ଅଧକ୍ଷ ଶ୍ରୀଯୁକ୍ତ ସୁବୋଧ କୁମାର ଶତପଥି, ଗଗନ ବିହାରୀ ମହାପାତ୍ର, ପିତାମ୍ବର ସାହୁ, ଲମ୍ବୋଦର ସାହୁକାର, ଧ୍ରୁବ ଚରଣ ସାହୁକାର, ବିରେନ୍ଦ୍ର କୁମାର ସାହୁ, ରାଜ କିଶୋର ରଣା ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରକାରର ପ୍ରତିଯୋଗିତାରେ ପୁରସ୍କାର ବିତରଣ କରିଥିଲେ। ଜାତୀୟ ସେବା ଯୋଜନାର ତତ୍ୱବଧାରିକା ସୁଶ୍ରୀ ଜ୍ୟୋତିମାଳା ରାଉତ ମହିଳା ସ୍ବେଚ୍ଛାସେବୀଙ୍କ ଦ୍ଵାରା ଶୃଙ୍ଖଳା ରକ୍ଷା କରିବା ସହ ଶିବାଜୀ ବାରିକ,  କାହ୍ନୁ  ଭୋଇ, ଯାଦବ ଭାସ୍କର ଯାନୀ, ଲୋଚନ ସାହୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟରେ ସହଯୋଗ କରି ବାର୍ଷିକ ଉତ୍ସବକୁ ସାଫଲ୍ୟ କରିଥିଲେ।।

Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ଚିଲିକା ମଝିରେ ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି, ୫୦ରୁ ଅଧିକ ଯାତ୍ରୀ ଫସିଥିବା ସୂଚନା

October 7, 2026

ୟୁରିକ୍ ଏସିଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଜାଣନ୍ତୁ କେଉଁ ଖାଦ୍ୟ ଖାଇବେ ଓ କାହାଠାରୁ ଦୂରେଇ ରହିବେ

October 7, 2026

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.