Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର-ମୁମ୍ବାଇ ଏଲ୍‌ଟିଟିର 7 ବଗି ଲାଇନଚ୍ୟୁତ
ଆଜିର ଖବର

ଭୁବନେଶ୍ବର-ମୁମ୍ବାଇ ଏଲ୍‌ଟିଟିର 7 ବଗି ଲାଇନଚ୍ୟୁତ

January 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ : ମୁମ୍ବାଇରୁ ଭୁବନେଶ୍ବର ଆସୁଥିବା ଲୋକମାନ୍ୟ ତିଲକ ଟର୍ମିନସ୍‌(ଏଲ୍‌ଟିଟି)ର 7ଟି ବଗି ଲାଇନଚ୍ୟୁତ ହୋଇଛି । ଗୁରୁବାର ସକାଳୁ କଟକ ନିକଟସ୍ଥ ନେରଗୁଣ୍ଡି ରେଳ ଷ୍ଟେସନ୍‌ରେ ଟ୍ରେନ୍‌ର 7ଟି ବଗି ଲାଇନଚ୍ୟୁତ ହୋଇଛି । ବି-1 ପରଠାରୁ 7ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଘନ କୁହୁଡି କାରଣରୁ ଟ୍ରେନ୍‌ଟି ଲାଇନଚ୍ୟୁତ ହୋଇଥିବା ବେଳେ 40ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ 6 ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ଜଣାପଡିଛି । ଘଟଣାସ୍ଥଳରେ ଏକ ମେଡିକାଲ୍‌ ଟ୍ରେନ୍‌ ପହଞ୍ଚିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାପାଳ ମଧ୍ୟ ପହଞ୍ଚିଛନ୍ତି । ଦୁର୍ଘଟଣା ପରେ ରେଳବାଇ ପକ୍ଷରୁ ଏକ ହେଲ୍ପଲାଇନ୍‌ ନମ୍ବର ମଧ୍ୟ ଲଞ୍ଚ କରାଯାଇଛି । ଦୁର୍ଘଟଣା ସମ୍ବନ୍ଧରେ ସୂଚନା ପାଇଁ 1072 ଡାଏଲ୍‌ କରିବା ପାଇଁ ରେଳବାଇ ପକ୍ଷରୁ ଟ୍ବିଟ୍‌ କରାଯାଇଛି ।

bhubaneswar helplinenumber mumbai
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.