Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘନ କୁହୁଡ଼ିରେ ଫସିଲା ଯାତ୍ରୀବାହୀ ଲଞ୍ଚ୍‌
ଆଜିର ଖବର

ଘନ କୁହୁଡ଼ିରେ ଫସିଲା ଯାତ୍ରୀବାହୀ ଲଞ୍ଚ୍‌

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଙ୍ଗୋପସାଗରରେ ବୁଡ଼ିଗଲା ରୋହିଙ୍ଗା ଶରଣାର୍ଥୀଙ୍କ ଦୁଇଟି ଡଙ୍ଗା: ୫୦୦ ରୁ ଅଧିକ ମୃତ୍ୟୁ ଆଶଙ୍କା
ବଙ୍ଗୋପସାଗରରେ ବୁଡ଼ିଗଲା ରୋହିଙ୍ଗା ଶରଣାର୍ଥୀଙ୍କ ଦୁଇଟି ଡଙ୍ଗା: ୫୦୦ ରୁ ଅଧିକ ମୃତ୍ୟୁ ଆଶଙ୍କା

ସମୀକ୍ଷା ବ୍ୟୁରୋ

ପଟ୍ଟାମୁଣ୍ଡାଇ : ଘନ କୁହୁଡ଼ିରେ ଫସିଲା ଯାତ୍ରୀବାହୀ ଲଞ୍ଚ୍। ଘନ କୁହୁଡ଼ିରେ ବାଟବଣା ହୋଇ ରାଜନଗର ନିକଟରେ ଏକ ମୋଟର ଲଞ୍ଚ୍ ସମୁଦ୍ର ମଧ୍ୟକୁ ଚାଲିଯାଇଛି। ନଦୀ ମୁହାଣରେ ଯାଉଥିବା ଲଞ୍ଚ୍ ରାସ୍ତା ଜାଣିନପାରି ସମୁଦ୍ର ମଧ୍ୟକୁ ଚାଲିଯାଇଛି। ତାଳଚୁଆରୁ ଚାନ୍ଦବାଲି ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି। ନିଖୋଜ ଥିବା ମୋଟର ଲଞ୍ଚରେ ପ୍ରାୟ ୩୦ ଜଣ ଯାତ୍ରୀ ଥିବା ଅନୁମାନ କରାଯାଉଛି। ତେବେ ବର୍ତ୍ତମାନ ସୁଦ୍ଧା କୋଣସି ଦୁର୍ଘଟଣା ହୋଇଥିବା ସୂଚନା ମିଳିନାହିଁ। ଆଜି ଦ୍ବୈତନଗରୀରେ ମଧ୍ୟ ପ୍ରବଳ କୁୁହୁଡି ଅନୁଭୂତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026
Latest News

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026

କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.