Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଫାଶୀ ମାମଲା : ରାଜନୀତି କରୁଥିବାରୁ ଆପ୍‌ ଓ ବିଜେପିକୁ ଆଶାଦେବୀଙ୍କ ସମାଲୋଚନା
ଆଜିର ଖବର

ନିର୍ଭୟା ଫାଶୀ ମାମଲା : ରାଜନୀତି କରୁଥିବାରୁ ଆପ୍‌ ଓ ବିଜେପିକୁ ଆଶାଦେବୀଙ୍କ ସମାଲୋଚନା

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାର ରାଜନୀତିକରଣ କରାଯାଉଥିବାରୁ ଆଶାଦେବୀ ବିଜେପି ଏବଂ ଆପ୍‌କୁ ସମାଲୋଚନା କରିଛନ୍ତି । ଯେଉଁମାନେ, 2012 ମସିହାରେ ନିର୍ଭୟାକୁ ନ୍ୟାୟ ଦେବା ପାଇଁ ରାଜରାସ୍ତାକୁ ଓହ୍ଲାଇଥିଲେ ସେମାନେ ଆଜି ରାଜନୀତି କରୁଛନ୍ତି ବୋଲି କହି ଆଶାଦେବୀ ଉଭୟ ଆପ୍‌ ଏବଂ ବିଜେପିକୁ ସମାଲୋଚନା କରିଛନ୍ତି । ଉଭୟ ବିଜେପି ଏବଂ ଆପ୍‌ ଫାଶୀ ମାମଲାକୁ ନେଇ ପରସ୍ପର ପ୍ରତି କାଦୁଅ ଫିଙ୍ଗା ରାଜନୀତି କରୁଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଦିଲ୍ଲୀ ସରକାରଙ୍କ ଅସହଯୋଗ କାରଣରୁ ଫାଶୀ ଦେବାରେ ବିଳମ୍ବ ହେଉଥିବା ନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ପ୍ରକାଶ କରିଥିବା ବେଳେ ମନୀଷ ସିସୋଦିଆ ଏହାକୁ ଖଣ୍ଡନ କରିଛନ୍ତି । ଉଭୟ ପୋଲିସ୍‌ ଏବଂ ନ୍ୟାୟ ବିଭାଗ କେନ୍ଦ୍ର ସରକାରଙ୍କ ଅଧୀନରେ ରହିଥିବା ବେଳେ କେନ୍ଦ୍ର ସରକାରଙ୍କ ଅଭିଯୋଗ ଗ୍ରହଣୀୟ ନୁହେଁ ବୋଲି ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ପ୍ରକାଶ କରିଛନ୍ତି । ଏପରି ସମ୍ବେଦନଶୀଳ ମାମଲାରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ବେପରୁଆ ବୟାନ ଗ୍ରହଣୀୟ ନୁହେଁ ବୋଲି ସିସୋଦିଆ ଏବଂ ସଞ୍ଜୟ ସିଂ ପ୍ରକାଶ କରିଛନ୍ତି । (ଏଜେନ୍ସୀ)

aap ashadevi BJP nirbhaya
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନ ନିବାସରେ ବିଲୁଆ ଓ ଶାଳିଆପତନି, ନନ୍ଦନକାନନ ଅଧିକାରୀ କଲେ କାବୁ

May 19, 2026

ଭାରତରେ ଖେଳାଯିବ ବିଗ୍ ବ୍ୟାସ୍ ଲିଗ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ହେବ ମ୍ୟାଚ୍

May 19, 2026

ଅସୁସ୍ଥ ଏବଂ ବିପଦଜନକ କୁକୁରମାନଙ୍କ ପାଇଁ ବଡ଼ ଖବର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

May 19, 2026

SEBI Office in Bhubaneswar: ଖୁବ ଶିଘ୍ର ଭୁବନେଶ୍ବରରେ ଖୋଲିବ ସେବି ଅଫିସ

May 19, 2026
Latest News

ନବୀନ ନିବାସରେ ବିଲୁଆ ଓ ଶାଳିଆପତନି, ନନ୍ଦନକାନନ ଅଧିକାରୀ କଲେ କାବୁ

May 19, 2026

ଭାରତରେ ଖେଳାଯିବ ବିଗ୍ ବ୍ୟାସ୍ ଲିଗ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ହେବ ମ୍ୟାଚ୍

May 19, 2026

ଅସୁସ୍ଥ ଏବଂ ବିପଦଜନକ କୁକୁରମାନଙ୍କ ପାଇଁ ବଡ଼ ଖବର: କଡ଼ା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

May 19, 2026

SEBI Office in Bhubaneswar: ଖୁବ ଶିଘ୍ର ଭୁବନେଶ୍ବରରେ ଖୋଲିବ ସେବି ଅଫିସ

May 19, 2026

‘ଯେଉଁମାନେ କାପୁରୁଷ ଥିଲେ ସେମାନେ ମୁସଲମାନ ହୋଇଗଲେ’: ମଞ୍ଚରୁ କହିଲେ ରାଜା ଭାଇୟା

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.