Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗସ୍ତ : ୫ ଗୁରୁତର
ଆଜିର ଖବର

ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗସ୍ତ : ୫ ଗୁରୁତର

January 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
up road accident 8 dead and 35 injures
up road accident 8 dead and 35 injures

ସମୀକ୍ଷା ବ୍ୟୁରୋ

ବାଲେଶ୍ବର : ବାଲେଶ୍ବରଠାରେ ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଛି । ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ନହରାଛକ ନିକଟରେ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହେବାରୁ ମହିଳାଙ୍କ ସମେତ ୫ ଜଣ ଗୁରୁତର ହୋଇଛନ୍ତି । ୧୫ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏମାନେ ସମସ୍ତେ ପଶ୍ଚିମବଙ୍ଗର ଦୀଘାରୁ ପିକନିକ ସାରି ଶୁକ୍ରବାର ସନ୍ଧ୍ୟାରେ ନିଜ ଘର ଅଭିମୁଖେ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ସେହିପରି ବାଲେଶ୍ବରର ଶେରଗଡ-ଖନ୍ତପଡ଼ା ରାସ୍ତାରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା ଗସ୍ତ ହୋଇଛି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026
Latest News

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.