Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେଇଇମେନ୍‌ ପରୀକ୍ଷା ଫଳ ପ୍ରକାଶିତ : ସୌରଭ ଓଡିଶା ଟପ୍ପର
ଆଜିର ଖବର

ଜେଇଇମେନ୍‌ ପରୀକ୍ଷା ଫଳ ପ୍ରକାଶିତ : ସୌରଭ ଓଡିଶା ଟପ୍ପର

January 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
JEE ମେନ୍ ପରୀକ୍ଷା
ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଜେଇଇ (ମେନ୍‌) ପରୀକ୍ଷା ଫଳ ଘୋଷଣା କରାଯାଇଛି । ଓଡ଼ିଶା ଟପ୍ପର ହୋଇଛନ୍ତି ସୌରଭ ସୌମ୍ୟକାନ୍ତ ଦାଶ । ସେ ଜେଇଇ ମେନ୍‌ରେ 99.99% ମାର୍କ ରଖିଛନ୍ତି ।  ସର୍ବଭାରତୀୟସ୍ତରରେ 9 ଜଣ ପ୍ରାର୍ଥୀ ଶତ ପ୍ରତିଶତ ନମ୍ବର ରଖିଛନ୍ତି । ଶତପ୍ରତିଶତ ନମ୍ବର ରଖିଥିବା 9ଜଣଙ୍କ ମଧ୍ୟରେ ରହିଛନ୍ତି ଦିଲ୍ଲୀର ନିଶାନ୍ତ ଅଗ୍ରଓ୍ବାଲ। ଅନ୍ୟମାନଙ୍କ ମଧ୍ୟରେ ଗୁଜୁରାଟ ଓ ହରିୟାଣାର ଜଣେ ପ୍ରାର୍ଥୀ ରହିଥିବାବେଳେ ଆନ୍ଧ୍ରପ୍ରଦେଶ, ରାଜସ୍ଥାନା ଓ ତେଲେଙ୍ଗାନାର ଦୁଇ ଜଣ ଲେଖାଏଁ ପ୍ରାର୍ଥୀ ରହିଛନ୍ତି । ମୋଟ୍‌ 8.69 ଲକ୍ଷ ବିଦ୍ୟାର୍ଥୀ ଏହି ପରୀକ୍ଷା ଦେଇଥିଲେ। ଜାନୁଆରି 6 ରୁ 9 ତାରିଖ ମଧ୍ୟରେ ଏହି ପରୀକ୍ଷାରେ ଛଅଟି ସିଫ୍‌ଟ୍‌ରେ ହୋଇଥିଲା। www.jeemain.nta.inରେ ରେଜଲ୍ଟ ଉପଲବ୍ଧ ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Latest News

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.