Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେପାଳରେ ବରଫ ଝଡ : 150 ଉଦ୍ଧାର, 7 ନିଖୋଜ
ଆଜିର ଖବର

ନେପାଳରେ ବରଫ ଝଡ : 150 ଉଦ୍ଧାର, 7 ନିଖୋଜ

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଠମାଣ୍ଡୁ : ନେପାଳରେ ଭୟଙ୍କର ଭୟଙ୍କର ବରଫ ଝଡ ପ୍ରଭାବରେ 7 ଜଣ ନିଖୋଜ ରହିଥିବା ବେଳେ 150 ଜଣଙ୍କୁ ଉଦ୍ଧାର କରାଯାଇଛି । ନିଖୋଜ 7 ଗାଇଡ୍‌ଙ୍କ ମଧ୍ୟରେ 4 ଜଣ ଦକ୍ଷିଣ କୋରିଆର ଏବଂ 3 ଜଣ ସ୍ଥାନୀୟ ଗାଇଡ୍‌ ବୋଲି ଜଣାପଡିଛି । ନେପାଳର ଅନ୍ୟତମ ଉଚ୍ଚତମ ଶୃଙ୍ଗ ଅନ୍ନପୂର୍ଣ୍ଣାରେ ଶନିବାରୀ ଏହି ବରଫ ଝଡ ସଙ୍ଗଠିତ ହୋଇଛି । ବରଫ ଝଡ ସମୟରେ ଉଦ୍ଧାରକାରୀ ଦଳ 150 ଜଣଙ୍କୁ ଉଦ୍ଧାରରେ ସକ୍ଷମ ହୋଇଥିଲେ ମଧ୍ୟ 7 ଜଣ ଗାଇଡ୍‌ ନିଖୋଜ ହୋଇଯାଇଛନ୍ତି । ବରଫ ଝଡ ପରେ ନିଖୋଜ ବ୍ୟକ୍ତିଙ୍କ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଖରାପ ପାଗ କାରଣରୁ ସର୍ଚ୍ଚ ଅପରେସନ୍‌ରେ ହେଲିକପ୍ଟର ବ୍ୟବହାର କରାଯାଇପାରୁନାହିଁ । ଉଦ୍ଧାର ବ୍ୟକ୍ତିଙ୍କୁ ନେପାଳର ରାଜଧାନୀ କାଠମାଣ୍ଡୁକୁ ସ୍ଥାନାନ୍ତର କରାଯାଇଛି । (ଏଜେନ୍ସୀ)

nepal
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.