Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ମିଥ୍‌ଙ୍କ ଶତକ : ଭାରତ ସମ୍ମୁଖରେ 287 ରନ୍‌ର ବିଜୟ ଲକ୍ଷ୍ୟ
ଆଜିର ଖବର

ସ୍ମିଥ୍‌ଙ୍କ ଶତକ : ଭାରତ ସମ୍ମୁଖରେ 287 ରନ୍‌ର ବିଜୟ ଲକ୍ଷ୍ୟ

January 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ନିର୍ଣ୍ଣାୟକ ମୁକାବିଲାରେ ଭାରତ ସମ୍ମୁଖରେ 287 ରନ୍‌ର ବିଜୟ ଲକ୍ଷ୍ୟ ରହିଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂର ନିଷ୍ପତ୍ତି ନେଇଥିବା ଅଷ୍ଟ୍ରେଲିଆ ଷ୍ଟିଭେନ୍‌ ସ୍ମିଥ୍‌ଙ୍କ ଶତକ ସହାୟତାରେ 286 ରନ୍‌ ସଂଗ୍ରହ କରିଛି । ଅଷ୍ଟ୍ରେଲିଆ ପକ୍ଷରୁ ସ୍ମିଥ୍‌ 131 ରନ୍‌ ସଂଗ୍ରହ କରିଥିବା ବେଳେ ଲାବୁଶ୍ଚାଞ୍ଜେ (54) ନିଜର ପ୍ରଥମ ଅର୍ଦ୍ଧଶତକ ହାସଲ କରିଥିଲେ । ସ୍ମିଥ୍‌ 132 ବଲ୍‌ର ସମ୍ମୁଖୀନ ହୋଇ 14ଟି ଚୌକା ଏବଂ ଗୋଟିଏ ଛକ୍କା ସହାୟତାରେ 131 ରନ୍‌ ସଂଗ୍ରହ କରିଥିଲେ । ଭାରତ ପକ୍ଷରୁ ସଫଳ ବୋଲର ଭାବରେ ମହମ୍ମଦ ସାମି 4ଟି ଓ୍ବିକେଟ ଅକ୍ତିଆର କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜାଡେଜା ଦୁଇଟି ଓ୍ବିକେଟ ଅକ୍ତିଆର କରିଥିବା ବେଳେ କୁଲଦୀପ ଏବଂ ନବଦୀପ ସାଇନି ପ୍ରତ୍ୟୋକ ଗୋଟିଏ ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । (ଏଜେନ୍ସୀ)

indiavsaus marnuslabuschange shami smith
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.