Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅସ୍ଥାୟୀ ଦୋକାନ ଉପରେ ମାଡ଼ିଲା ଟ୍ରକ୍‌ : 4 ମୃତ
ଆଜିର ଖବର

ଅସ୍ଥାୟୀ ଦୋକାନ ଉପରେ ମାଡ଼ିଲା ଟ୍ରକ୍‌ : 4 ମୃତ

January 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ସମ୍ବଲପୁର: ଆଜି ଭୋରରୁ ଶାସନ ଥାନା ପରମାଣପୁର ଧନୁଯାତ୍ରା ମୀନାବଜାରରେ ଏକ ଅଘଟଣ ଘଟିଛି। ରାସ୍ତା କଡ଼ରେ ଥିବା କିଛି  ଅସ୍ଥାୟୀ ଦୋକାନ ଉପରେ ଏକ ଟ୍ରକ୍‌ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ 7ଜଣ ଗୁରୁତର ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ତାଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ଖବର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକ୍‌ଟି ଅଟକ ରହିଛି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Latest News

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.