Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଗସ୍ତରେ ଫାଇଭ୍‌ ଟି ସଚିବ
ଆଜିର ଖବର

କଟକ ଗସ୍ତରେ ଫାଇଭ୍‌ ଟି ସଚିବ

January 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି କଟକ ଗସ୍ତ କରିଛନ୍ତି ଫାଇଭ୍‌ ଟି ସଚିବ ଭିକେ ପାଣ୍ଡିଆନ୍‌। ଫାଇଭ୍‌ ଟି ସଚିବଙ୍କ ସମେତ ଜଳ ସମ୍ପଦ ବିଭାଗ ଉଚ୍ଚ ଅଧିକାରୀ, କଟକ ଜିଲ୍ଲାପାଳ, ପୋଲିସ କମିଶନର ଓ ଡିସିପି ମଧ୍ୟ ଉପସ୍ଥିତ ରହିଥିଲେ । ସିସୋର ପଠା, ହାଡ଼ିଆ ପଠା ଓ ନୌ ବାଣିଜ୍ୟ ସଂଗ୍ରହାଳୟ ପରିଦର୍ଶନ କରିଲେ ସମସ୍ତ ଅଧିକାରୀ। ବିଭାଗୀୟ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କଲେ ଫାଇଭ୍‌ ଟି ସଚିବ ।

ତେବେ ଫାଇଭ୍‌ଟି ସଚିବଙ୍କ କଟକ ଗସ୍ତ କରିବା ପରେ ଜଳ ସମ୍ପଦ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଏସସିବି ମେଡିକାଲର ଦ୍ଵିତୀୟ କ୍ୟାମ୍ପସ ରୂପରେଖ ନେଇ ୫ଟି ସଚିବ ଗସ୍ତ କରିଛନ୍ତି । ଉନ୍ନତ ମାନର ରୋଗୀ ସେବା ଯୋଗାଇଦେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ସିସୋର ପଠାରେ ଏସସିବିର କିଛି ବିଭାଗକୁ ନେଇ ଦ୍ଵିତୀୟ କ୍ୟାମ୍ପସ ଗଠନ କରାଯିବ। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ । ଏସସିବିକୁ ଏମ୍ସ ପ୍ଲସ ଭାବେ ଗଢି ତୋଳିବାକୁ ଲକ୍ଷ୍ୟ ରଖାଯାଇଛି।

scbmedical vk pandian
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.