Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଅଭିଯୁକ୍ତଙ୍କ ପିଟିସନ୍‌ ଖାରଜ : ଫେବୃୟାରୀ 1ରେ ଫାଶୀ
ଆଜିର ଖବର

ନିର୍ଭୟା ଅଭିଯୁକ୍ତଙ୍କ ପିଟିସନ୍‌ ଖାରଜ : ଫେବୃୟାରୀ 1ରେ ଫାଶୀ

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଓକିଲଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଯାଚିକାକୁ ଖାରଜ କରି ଦେଇଛନ୍ତି ପଟିଆଲା ହାଉସ୍‌ କୋର୍ଟ । ରାଜକ୍ଷମା ଆବେଦନ ପାଇଁ ନିର୍ଭୟା ଅଭିଯୁକ୍ତଙ୍କ ଓକିଲ ଏ ପି ସିଂଙ୍କ ପକ୍ଷରୁ ତିନି ଅଭିଯୁକ୍ତଙ୍କ ସମସ୍ତ ତଥ୍ୟ (ସ୍ବାସ୍ଥ୍ୟ ପରୀକ୍ଷା, ବ୍ୟବହାର ସମ୍ପର୍କିତ ରିପୋର୍ଟ) ଦାବି କରିଥିଲେ । ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କ ନିକଟରୁ ଏହି ସମସ୍ତ ତଥ୍ୟ ହାସଲ କରିବା ପାଇଁ ଏପି ସିଂଙ୍କ ପକ୍ଷରୁ ପଟିଆଲା ହାଉସ କୋର୍ଟରେ ଆବେଦନ କରାଯାଇଥିଲା । ମାମଲାକୁ ବିଳମ୍ବିତ କରିବା ପାଇଁ ପ୍ରୟାସ କରାଯାଉଥିବା ନେଇ ଓକିଲଙ୍କୁ ସମାଲୋଚନା କରିବା ସହିତ ମାମଲା ସମ୍ପର୍କିତ କୌଣସି ତଥ୍ୟ ପ୍ରଦାନ ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମାମଲାକୁ ନେଇ ଅନ୍ୟ କୌଣସି ବିଚାର କରିବାକୁ ବିଚାରପତି ମନା କରିବା ପରେ ପୂର୍ବ ନିର୍ଦ୍ଧାରିତ ତାରିଖ ଫେବୃୟାରୀ 1ରେ ଫାଶୀ ଦଣ୍ଡାଦେଶ ଆପାତତଃ ସ୍ପଷ୍ଟ ହୋଇଛି । (ଏଜେନ୍ସି)

nirbhaya patialahousecourt
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.