Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ୨୯ ଜଣଙ୍କୁ ମିଳିବ ପୋଲିସ ପଦକ
ଆଜିର ଖବର

ଓଡ଼ିଶାର ୨୯ ଜଣଙ୍କୁ ମିଳିବ ପୋଲିସ ପଦକ

January 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆସନ୍ତା କାଲି 71ତମ ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାର ମୋଟ 29ଜଣ ପୋଲିସ୍‌ କର୍ମଚାରୀଙ୍କୁ ମେଡାଲ୍‌ ପ୍ରଦାନ କରାଯିବ । ସାହସିକତା ପାଇଁ 16ଜଣ ପୋଲିସ୍‌ କର୍ମଚାରୀଙ୍କୁ ମେଡାଲ୍‌ ମିଳିବ । ବିଶିଷ୍ଟ ସେବା ପାଇଁ ଦୁଇଜଣ ଓ ଉଲ୍ଲେଖନୀୟ ସେବା ପାଇଁ ଓ 11ଜଣଙ୍କୁ ମେଡାଲ ପ୍ରଦାନ କରାଯିବ । ବିଶିଷ୍ଟ ସେବା ପାଇଁ ଏଡିଚି ଆରପି କୋଚେ ଏବଂ ଭିଜିଲାନ୍ସ ଏଏସ୍‌ଆଇ ମନୋରଞ୍ଜନ ସାମଲ୍‌ଙ୍କୁ ପଦକ ମିଳିବାକୁ ଥିବାବେଳେ ସେହିପରି ଏସଏସ୍‌ପି ବିଶ୍ୱନାଥ ମିଶ୍ର, କମାଣ୍ଡାଣ୍ଟ ବାଳକୃଷ୍ଣ ମିଶ୍ର, ଏଏସ୍‌ପି ସୁଶାନ୍ତ ବିଶ୍ୱାଳ, ଇନ୍ସପେକ୍ଟର ଆଶିଷ ମିଶ୍ର ପ୍ରମୁଖ ଉଲ୍ଲେଖନୀୟ ସେବା ପଦକ ପାଇବେ। ଅନ୍ୟପକ୍ଷରେ ଏସ୍‌ ଗଗନ ନାୟକଙ୍କ ସହ ୧୬ ଜଣ ପୁଲିସ୍‌ ସାହସିକତା ପଦକ ଗ୍ରହଣ କରିବେ। (ଏଜେନ୍ସି)

2020republic day
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.