Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତପ୍ତପାଣି ଦୁର୍ଘଟଣା : ମୃତକଙ୍କ ପରିବାରକୁ 2 ଲକ୍ଷର ସହାୟତା ଘୋଷଣା କଲେ ନବୀନ
ଆଜିର ଖବର

ତପ୍ତପାଣି ଦୁର୍ଘଟଣା : ମୃତକଙ୍କ ପରିବାରକୁ 2 ଲକ୍ଷର ସହାୟତା ଘୋଷଣା କଲେ ନବୀନ

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ତପ୍ତପାଣିରେ ଘଟିଥିବା ବସ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ପ୍ରତ୍ୟେକ ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କାର ସହାୟତା ରାଶକି ଘୋଷଣା କରିଛନ୍ତି । ତପ୍ତପାଣିର ପାଳୁଖୋଲାରେ ବସ୍‌ ଓଲଟି 7ଜଣଙ୍କର ମୃତ୍ୟୁ ହେବା ସହିତ 30ରୁ ଅଧିକ ଆହତ ହୋଇଥିଲେ । ପ୍ରତ୍ୟେକ ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି । ଏହା ବ୍ୟତିତ ଆହତ ମାନଙ୍କୁ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି ।

naveenpattnaik taptapani
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.