Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏକୁ ନେଇ କିଛି ମୁସଲମାନ ମିଥ୍ୟା ପ୍ରଚାର କରୁଛନ୍ତି : ମୋହନ ଭାଗବତ
ଆଜିର ଖବର

ସିଏଏକୁ ନେଇ କିଛି ମୁସଲମାନ ମିଥ୍ୟା ପ୍ରଚାର କରୁଛନ୍ତି : ମୋହନ ଭାଗବତ

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନାଗରିକତ୍ବ ସଂଶୋଧନ ଆଇନ (ସିଏଏ)କୁ ନେଇ ଦେଶରେ କିଛି ମୁସଲିମ୍‌ ମିଥ୍ୟା ଅପପ୍ରଚାର କରୁଛନ୍ତି ବୋଲି ଆରଏସଏସ୍‌ ମୁଖ୍ୟ ମୋହନ ଭାଗବତ ମତ ଦେଇଛନ୍ତି । ଉଭୟ ହିନ୍ଦୁ ଏବଂ ମୁସଲିମ୍‌ ଭାରତର ନାଗରିକ ତେଣୁ ସିଏଏକୁ ନେଇ କୌଣସି ଭାରତୀୟ ନାଗରିକ ଚିନ୍ତିତ ହେବା ଅନୁଚିତ ବୋଲି ଭାଗବତ କହିଛନ୍ତି । ଶିକ୍ଷିତ ମୁସଲମାନ ବ୍ୟକ୍ତି ବିଶେଷ ଆଗକୁ ଆସି ଅନ୍ୟ ମାନଙ୍କୁ ଏହି ଆଇନ ସମ୍ପର୍କରେ ସାଧାରଣ ଲୋକଙ୍କୁ ସଚେତନ କରାଇବା ଉଚିତ୍‌ ବୋଲି ଭାଗବତ କହିଛନ୍ତି । ଜାତିପ୍ରଥା ଭାରତୀୟ ସମାଜ ପାଇଁ ଅଭିଶାପ । 2025 ସୁଦ୍ଧା ଦେଶର ପ୍ରତ୍ୟେକ ଗ୍ରାମରେ ଆରଏସ୍‌ଏସ୍‌ ଶାଖା ଖୋଲି ଦେଶରୁ ଜାତିପ୍ରଥା ଦୂର କରିବା ପାଇଁ କର୍ମୀ ପ୍ରୟାସ କରିବା ଉଚିତ୍‌ ବୋଲି ଭାଗବତ କହିଛନ୍ତି । (ଏଜେନ୍ସୀ)

caa muslim RSS
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026
Latest News

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.