Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ଅଧିବେଶନରେ ଆର୍ଥିକ ବିଷୟ ଉପରେ ଅଧିକ ଚର୍ଚ୍ଚା କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ଚଳିତ ଅଧିବେଶନରେ ଆର୍ଥିକ ବିଷୟ ଉପରେ ଅଧିକ ଚର୍ଚ୍ଚା କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ନୂଆଦିଲ୍ଲୀ : ଆଜିଠାରୁ ସଂସଦରେ ବଜେଟ୍‌ ଅଧିବେଶନ୍‌ ଆରମ୍ଭ ହୋଇଯାଇଛି । ଏହି ଅବସରରେ ଆର୍ଥିକ ସର୍ଭେକ୍ଷଣ ମଧ୍ୟ ଉପସ୍ଥାପନ କରାଯିବ । ବଜେଟ୍‌ ଅଧିବେଶନରେ ଆରମ୍ଭ ହେବା ପୂର୍ବରୁ ଏହି ଅଧିବେନଶନରେ ସାମିଲ୍‌ ହେବା ପାଇଁ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଏହି ଅଧିବେଶନରେ ଅଧିକତମ ଆର୍ଥିକ ବିଷୟ ଉପରେ ଚର୍ଚ୍ଚା କରାଯିବ । ବିଶ୍ବସ୍ତରୀୟ ଆର୍ଥିକ ସ୍ଥିତିରେ ଭାରତ କିପରି ଲାଭବାନ ହୋଇପାରିବ ସେ ସମ୍ପର୍କରେ ଚର୍ଚ୍ଚା କରାଯିବ ।

ଚଳିତ ବଜେଟ୍‌କୁ ନେଇ ମୋଦି କହିଛନ୍ତି ଯେ, ଏହା 2020ର ପ୍ରଥମ ଅଧିବେଶନ । ଏହା ଏହି ଦଶକର ପ୍ରଥମ ଅଧିବେଶନ ଅଟେ । ଆମ ସରକାର ଦଳିତ, ପୀଡ଼ିତ, ବଂଚିତ, ଶୋଷିତ, ମହିଳାଙ୍କୁ ସଶକ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅଧିବେଶନରେ ଦୁଇ ସଦନରେ ଆର୍ଥିକ ବିଷୟ ତଥା ଲୋକଙ୍କୁ ସଶକ୍ତ କରିବା ଉପରେ ଚର୍ଚ୍ଚା କରାଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.