Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଇ-ଅଫିସର ଶୁଭାରମ୍ଭ
ଆଜିର ଖବର

ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଇ-ଅଫିସର ଶୁଭାରମ୍ଭ

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲା କାର୍ଯ୍ୟାଳୟରେ ଇ-ଅଫିସର ଶୁଭଉଦ୍‌ଘାଟନ କରିଥିଲେ । ଇ-ଅଫିସ ଶୁଭାରମ୍ଭ କରି ଏଣିକି ସମସ୍ତ  ସରକାରୀ କାର୍ଯ୍ୟ ଇ-ଅଫିସ୍ ମାଧ୍ୟମରେ କରାଯିବ ବୋଲି କହିଥିଲେ। ଏହା ଫଳରେ ସରକାରୀ କାର୍ଯ୍ୟରେ ସ୍ୱଛତା ରହିବା ସହିତ ବିନା କାଗଜରେ ଫାଇଲ କାର୍ଯ୍ୟ ସମ୍ପନ୍ନ ହୋଇପାରିବ । ଏହା ଦ୍ୱାରା ସମୟ ଅପଚୟ ହେବ ନାହିଁ। ସାରା ରାଜ୍ୟରେ ତୃତୀୟ ଜିଲ୍ଲା ଭାବେ ଜଗତସିଂହପୁର ଜିଲ୍ଲାରେ ଇ-ଅଫିସ କାର୍ଯ୍ୟକାରୀ ହୋଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ରହି ଏହାକୁ 5ଟି କାର୍ଯ୍ୟକ୍ରମର ଅଂଶବିଶେଷ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ଏନ୍‌ଆଇସି ବିଭୁ ପ୍ରସାଦ ମିଶ୍ର, ଜ୍ୟୋତି ପ୍ରକାଶ ବେହେରା ପ୍ରମୁଖ ଉପସ୍ଥିତ ରହି ଏହା ସମ୍ପର୍କରେ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମକୁ ପରିଚାଳନାରେ ସହାୟତା କରିଥିଲେ ଶିବ ପ୍ରସାଦ ନାୟକ, ଟିମ୍ ଲିଡର ଇ-ଅଫିସ ସୁଜିତ୍‌ କୁମାର ବିଶ୍ୱାଳ, ଏ.ଡି.ଆଇ.ଏନ୍‌.ଆଇ.ସି, ଅରବିନ୍ଦ ଆଚାର୍ଯ୍ୟ ଜିଲ୍ଲା ଇ-ଗଭର୍ଣ୍ଣାସ୍ ମ୍ୟାନେଜର ପରିଚାଳନାରେ  ସହାୟତା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.